Odia News Portal
Browsing Tag

covid cases today in bhubaneswar

ଭୁବନେଶ୍ୱର ସ୍ଥିତି ସଂଗୀନ : ୧୨୯୪ ପଜିଟିଭ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ଆଜି ସବୁ ପୁରୁଣା ରେକର୍ଡକୁ ଟପିଛି । ରାଜଧାନୀରେ ପ୍ରଥମ ଥର ଲାଗି ୧୨୦୦ରୁ ଅଧିକ ପଜିଟିଭ୍ ମାମଲା ଚିହ୍ନଟ ହୋଇଛି । ୨୪ ଘଣ୍ଟାର ବିଏମସି ଅଞ୍ଚଳରୁ ୧୨୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୬୩ଟି…

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା…

କରୋନା କବଳରେ ରାଜଧାନୀ, ସଂକ୍ରମିତ ୪୦୦ ପାର୍

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ମୋଟ ୪୫୧ ନୂଆ ସଂକ୍ରମିତ ଚିହ୍ନଟ । ସେଥିମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି । ବିଏମସି ରିପୋର୍ଟ ମୁତାବକ, ଆଜି କ୍ୱାରେଣ୍ଟାଇନରେ ଥିବା ୯୧ ଜଣ ଲୋକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ସ୍ଥିତି ସାଙ୍ଘାତିକ: ୩ ହଜାର ମୁହାଁ ସଂକ୍ରମିତ ସଂଖ୍ୟା

*୨୪ ଘଣ୍ଟା ମଧ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ । *ଚିନ୍ତା ବଢ଼ାଇଲା ସୁନ୍ଦରଗଡ଼ ଜିଲ୍ଲାର ସଂକ୍ରମିତ ସଂଖ୍ୟା ଗୋଟିଏ ଦିନରେ ୬୩୧ ପଜିଟିଭ୍ ।