Odia News Portal
Browsing Tag

covid cases

ରାଜ୍ୟରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଅଛନ୍ତି। ଆଜି…

କରୋନା ସଂକ୍ରମଣ ବଢିବା ନେଇ ଓଡ଼ିଶାରେ ଆଗୁଆ ସତର୍କତା, ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି : ସ୍ୱାସ୍ଥ୍ୟ ବିଭାଗ

ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ଚତୁର୍ଥ ଲହର ଭୟ ଦେଖାଦେଇଛି । ଓଡ଼ିଶାରେ ସେଭଳି ସ୍ଥିତି ଉପୁଜି ନାହିଁ । ତଥାପି ଆଗୁଆ ସତର୍କତା ଅବଲମ୍ବନ କରିଛନ୍ତି ରାଜ୍ୟ ସରକାର । ସଂକ୍ରମଣ ଉପରେ ନିୟମିତ ନଜର ରଖିବାକୁ ଜିଲ୍ଲାପାଳ, ମ୍ୟୁନିସପାଲ କର୍ପୋରେସନ ଓ ସିଡିଏମଓଙ୍କୁ…

ରାଜ୍ୟରେ କମୁଛି କରୋନା ସଂକ୍ରମଣ

ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬୨୩ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦…

ଓଡିଶାରେ ଗତ ୨୪ ଘଂଟାରେ ୩ ହଜାର ୮୬ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଗତ ୨୪ ଘଣ୍ଟାରେ ୩ ହଜାର ୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୫.୨୦ ପ୍ରତିଶତ । ଆଜି ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ସଂକ୍ରମିତ ହୋଇଛନ୍ତି। କଟକରୁ ୩୨୫ ଓ ସୁନ୍ଦରଗଡରୁ ୨୧୬ ନୂଆ କେସ୍ ଆସିଛି । ୨୪ ଘଣ୍ଟାରେ ୫୯…

ଧୀରେ ଧୀରେ କମୁଛି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଆମେ ଟେଷ୍ଟିଂ କମାଇନାହୁଁ । ଗାଇଡଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି । ଆହୁରି କହିଛନ୍ତି ଆକ୍ଟିଭ କେସରେ ଓଡ଼ିଶା ଅଷ୍ଟମ ସ୍ଥାନରେ ରହିବାର ଦୁଇଟି କାରଣ ରହିଛି ।…

ରାଜ୍ୟରେ ଆଉ ୨୨୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ ଆଉ ୨୪୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…