Odia News Portal
Browsing Tag

covid death cases in odisha

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା…

କରୋନା କହର: ଆଉ୧୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ…

ରାଜ୍ୟରେ ଆଉ ୧୫୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଆଉ ୨ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ…

ରାଜ୍ୟରେ ଆଉ ୨୬୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୬୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…