Odia News Portal
Browsing Tag

covid death cases of odisha

୨୪ ଘଣ୍ଟାରେ ସର୍ବାଧିକ ୪୦ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣର ମାତ୍ରା କିନ୍ତୁ କରୋନା ମୃତ୍ୟୁ କିନ୍ତୁ ଥମିବାର ନାଁ ଧରୁନି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ସର୍ବାଧିକ ୪୦ ଜଣ ଆକ୍ରାନ୍ତ ଜୀବନ ନେଇଛି ମହାମାରୀ। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ଆଜି ସର୍ବାଧିକ ୩୭ ଆକ୍ରାନ୍ତ ପ୍ରାଣ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ସଂକ୍ରମଣ କମିଥିବା ସମୟରେ କରୋନା ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲଗାମ ଲାଗୁ ନାହିଁ । ମହାମାରୀର ଏହି ସମୟରେ ଲୋକ ନିଜ ପ୍ରୀୟଜନଙ୍କ ଅନ୍ତିମ ସତ୍କାର ପରେ ଅସ୍ଥି କଳସ ମଧ୍ୟ ସାଙ୍ଗରେ ନେଇ ଯିବା ପାଇଁ ଡରୁଛନ୍ତି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୩୫ ଜଣ…

ରେକର୍ଡ ସଂଖ୍ୟକ ସଂକ୍ରମିତ: ଦିନକରେ ୧୨୮୫୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨ ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୫୭…

ବଢୁଛି ମୃତ୍ୟୁସଂଖ୍ୟା: ୨୧ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରିବା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ସମୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୨୧ କରୋନା ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏନେଇ ରାଜ୍ୟ…

ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଆଉ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ…

ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…