Odia News Portal
Browsing Tag

Covid hospital

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୦ ମୃତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଅହମଦନଗରରେ ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛିି। ଏଠାରେ ଥିବା ସଭିଲ ହସ୍ପିଟାଲରେ ନିଆଁ ଲାଗିବା ହେତୁ ୧୦ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଯାଇଛି। ଅହମଦନଗରର ଜିଲ୍ଲାପାଳ ରାଜେନ୍ଦ୍ର ଭୋସଲେ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି ନିଆଁ ସିଭିଲ ହସ୍ପିଟାଲର…

ହସ୍ପିଟାଲରେ ଅଗ୍ନିକାଣ୍ଡ, ୪ ଜଣ ରୋଗୀଙ୍କ ମୃତ୍ୟୁ

ମୁମ୍ବାଇ: କରୋନା ସଂକଟ ମଧ୍ୟରେ ମହାରାଷ୍ଟ୍ରର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ବଢ଼ ବଢ଼ି ଚାଲିଛି । ଥାନେର ପ୍ରାଇମ୍ କ୍ରିଟିକେୟାର୍ ହସ୍ପିଟାଲରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡ ପରେ ହସ୍ପିଟାଲରୁ ରୋଗୀଙ୍କୁ ଅନ୍ୟ ମେଡିକାଲ ସ୍ଥାନାନ୍ତର କରାଯାଇଛି ।…

ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ, ୧,୮୨୫ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନାରେ ଚାଲିଯାଇଛି ଆଉ ୫ ଜଣଙ୍କ ଜୀବନ। ରାଜ୍ୟରେ ଦିନ କୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର()  କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଥିଲା । ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଅଗ୍ନିଶମ ବିଭାଗ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ମିଳିତ ଭାବେ ତଦନ୍ତ କରି…

କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ() କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଛି । ନିଆଁକୁ ଆୟତ କରିବାରେ ପ୍ରୟାସ ଜାରି ରଖିଛି ଦମକଳ ବାହିନୀ । କିନ୍ତୁ କିପରି ଓ କାହିଁକି ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ…

କଟକରେ ICU ସୁବିଧା ଥିବା ଦ୍ୱିତୀୟ କୋଭିଡ ହସ୍ପିଟାଲ

କଟକ() ଆଜି ଠାରୁ କାର୍ୟ୍ୟକ୍ଷମ ହେବାକୁ ଯାଉଛି କଟକରେ ICU ସୁବିଧା ଥିବା ଦ୍ୱିତୀୟ କୋଭିଡ ହସ୍ପିଟାଲ । ଜଗତପୁର ସଦଗୁରୁ ହସ୍ପିଟାଲକୁ ରାଜ୍ୟ ସରକାର କୋଭିଡ ହସ୍ପିଟାଲ ଭାବରେ ଗ୍ରହଣ କରିଛନ୍ତି । ୧୫୦ ବେଡ଼ ବିଶିଷ୍ଟ ଏହି ହସ୍ପିଟାଲରେ ଆଜିଠାରୁ ସେବା ଆରମ୍ଭ ହେବ । ଏଠାରେ ଆଇସିୟୁ ସୁବିଧା…

ଆଉ ୨ଟି କୋଭିଡ଼ ହସ୍ପିଟାଲ ଉଦଘାଟିତ

ଭୁବନେଶ୍ୱର() ଗଞ୍ଜାମ ଜିଲ୍ଲାରେ ଆଉ ୨ଟି କୋଭିଡ଼ ହସ୍ପିଟାଲ ଉଦଘାଟିତ ହୋଇଛି । ଗୋଟେ ଅଶ୍ୱିନୀ ହସ୍ପିଟାଲ ସହାୟତାରେ କନିଷିରେ କୋଭିଡ଼ ହସ୍ପିଟାଲ ଉଦଘାଟିତ ହୋଇଛି । ଅନ୍ୟଟି ବ୍ରହ୍ମପୁର ଏମକେସିଜିରେ ମଧ୍ୟ କୋଭିଡ଼ ହସ୍ପିଟାଲ ଉଦଘାଟିତ ହୋଇଥିବା ସୂଚନା ରହିଛି । ଏହି ଦୁଇଟି ହସ୍ପିଟାଲକୁ ଭିଡିଓ…

କୋଭିଡ-19 ହସପିଟାଲ ପାଇଁ ଅର୍ଥ ଯୋଗାଇବେ ନାଲକୋ ଓ ଏମସିଏଲ

ଭୁବନେଶ୍ବର()  ଜାତୀୟ ଆଲୁମିନିୟମ କମ୍ପାନୀ (ନାଲକୋ) ଓ କୋଲ ଇଣ୍ଡିଆର ମହାନଦୀ କୋଲ ଫିଲଡ ଲିମିଟେଡ ଦ୍ଵାରା ଓଡିଶାରେ ନିର୍ମିତ ଦୁଇଟି ସ୍ୱତନ୍ତ୍ର ଉତ୍ସର୍ଗୀକୃତ କୋଭିଡ-19 ହସପିଟାଲ ପାଇଁ ସମସ୍ତ ଅର୍ଥ ଯୋଗାଇବେ । ଏହି ଦୁଇଟି ସମର୍ପିତ କରୋନା ହସପିଟାଲ ସୋମବାର ଭିଡିଓ କନଫରେସିଂ…

କେନ୍ଦ୍ରାପଡ଼ାରେ 110 ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ

ଭୁବନେଶ୍ୱର()  କରୋନା ମହାମାରୀର ମୁକାବିଲା କରିବା ପାଇଁ ସରକାରଙ୍କ ସହ ସହଯୋଗର ହାତ ବଢ଼ାଇଥିବା ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ  ଆଇଏମଏସ ଓ ସମ ହସ୍ପିଟାଲ ଦ୍ଵାରା ଭୁନେଶ୍ଵରଠାରେ 525 ଶଯ୍ୟା ବିଶିଷ୍ଟ  କୋଭିଡ ହସ୍ପିଟାଲ ଆରମ୍ଭ ହୋଇସାରିଥିବ। ବେଳେ ମଙ୍ଗଳବାର ଦିନ…

ଜୟପୁରରେ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ

ବାଲେଶ୍ୱର / ଜୟପୁର() କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରୟାସ ଜାରି ରଖିଛନ୍ତି । ଏହାର ଫଳସ୍ୱରୂପ ସୋମବାର ରାଜ୍ୟର ବାଲେଶ୍ୱର ଓ ଜୟପୁରରେ ଗୋଟିଏ ଲେଖାଏଁ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଜୟପୁରରେ କାର୍ଯ୍ୟକ୍ଷମ ହୋଇଥିବା କୋଭିଡ୍ ହସ୍ପିଟାଲରେ ବେଡ଼୍ ସଂଖ୍ୟା ୧୫୦…