Odia News Portal
Browsing Tag

covid positive cases today

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନାସ୍ଥିତି ସାଙ୍ଘାତିକ: ୨୪ ଘଣ୍ଟା ମଧ୍ୟରେ ୧୭୪୧ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୧୩୦୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୬ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୦୧୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି…

ଆଉ ୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୧୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…