ଓଡ଼ିଶା ଆସିବା ଉପରୁ ଉଠିଲା କଟକଣା
ଭୁବନେଶ୍ୱର: ହଟିଲା କରୋନା କଟକଣା। ଓଡ଼ିଶା ଆସିବା ପାଇଁ ଏବେ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ। କରୋନା ସଂକ୍ରମଣ କମିବା ପରେ କଟକଣା ହଟାଇଲେ ଓଡ଼ିଶା ସରକାର। ଏବେ ଓଡ଼ିଶା ଆସିବା ପାଇଁ ଲୋକଙ୍କୁ ଆଣ୍ଟିଜେନ ଓ ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ ନାହିଁ। ଏନେଇ!-->…