Odia News Portal
Browsing Tag

covid vaccination in bhubaneswar

ସମସ୍ତ ବୁକିଂ କ୍ୟାନସଲ କରିବନି ବିଏମସି

ଭୁବନେଶ୍ୱର : ରାଜଧାନୀର ଘରୋଇ ହସ୍ପିଟାଲରେ ଟୀକାଦାନ ନେଇ ସୂଚନା ଦେଇଛନ୍ତି ବିଏମସି କମିଶନର । ପୂର୍ବରୁ ୩୧ଟି ବେସରକାରୀ ହସ୍ପିଟାଲକୁ  ପ୍ରଥମ ଫେଜ୍‌ରେ ଚିହ୍ନଟ କରାଯାଇଥିଲା। ମାତ୍ର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ବି ପ୍ରାଇଭେଟ୍ ହସ୍ପିଟାଲକୁ ଟୀକା ଦିଆଯାଇ ନଥିବା ସୂଚନା ମିଳିଛି । …

ମାର୍ଚ୍ଚ ୧ରୁ ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ଟିକା

ଭୁବନେଶ୍ୱର: ମାର୍ଚ୍ଚ ୧ରୁ କେନ୍ଦ୍ର ସରକାରଙ୍କ ତରଫରୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବାକୁ ଯାଉଥିବା ସମୟରେ ରାଜ୍ୟରେ ମଧ୍ୟ ସେହି ସମାନ ତାରିଖରେ ଟିକାକରଣ କରାଯିବ ।ତେବେ ବୟସ୍କଙ୍କୁ ଟିକା ଦେବା ପାଇଁ ବିଏମସି ତାର ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ବରିଷ୍ଠ ନାଗରିକଙ୍କୁ…

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ। ଦ୍ବିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ ଦିଆଯିବ କରୋନା ଟିକା । ପ୍ରଥମେ ଡିଜି, ଏସପି ଜିଲ୍ଲାପାଳମାନେ ଟିକା ନେବେ । ତେବେ ଟିକା ନେଇସାରି ଫଟୋ ଟୁଇଟ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହି ପର୍ଯ୍ୟାୟରେ…

୩ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ

ଭୁବନେଶ୍ବର: ରାଜ୍ୟରେ ପଲସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଆଜି ଠାରୁ ୩ ଦିନ କରୋନା ଟିକାକରଣ ବନ୍ଦ ରହିବ । ଆଜିଠାରୁ ଫେବ୍ରୁଆରି ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ ଟିକା ଦିଆଯିବ ନାହିଁ । ତେବେ ୩ ତାରିଖଠାରୁ ରାଜ୍ୟରେ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ…

ଆଉ ୧୦୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଆଉ ୧୧୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ସପ୍ତାହକୁ ୩ ଦିନ ହେବ ଟିକାକରଣ

ଭୁବନେଶ୍ୱର: ଏଣିକି ସପ୍ତାହକୁ କେବଳ ୩ ଦିନ ଟିକାଦାନ । ସୋମ, ଗୁରୁ ଏବଂ ଶନିବାର ହେବ ରାଜ୍ୟରେ ଟିକାଦାନ । ଦୈନିକ ଟିକାକରଣରେ ବିଭିନ୍ନ କେନ୍ଦ୍ରରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ହେବା ସହ ଟିକା ନେଉଥିବାରୁ ସ୍ୱାସ୍ଥ୍ୟସେବା ପ୍ରଭାବତି ହେଉଛି । ସେଥିପାଇଁ ସପ୍ତାହକୁ ୩ ଦିନ…

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ…

ରାଜ୍ୟରେ ଆଉ ୧୭୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…