Odia News Portal
Browsing Tag

covid vaccine dry run

ଟିକାକରଣର ପୂର୍ବରୁ ରାଜ୍ୟକୁ ଆସିବ ଭ୍ୟାକ୍ସିନ

ଭୁବନେଶ୍ୱର: ଟିକାକରଣର ଦୁଇ ତିନି ଦିନ ପୂର୍ବରୁ ରାଜ୍ୟକୁ ପହଞ୍ଚିପାରେ ଟିକା । ଆସନ୍ତା ୧୬ ତାରିଖରେ ଦେଶରେ ଟିକାକରଣ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ଏହା ପୂର୍ବରୁ ରାଜ୍ୟରେ ଟିକା ପହଞ୍ଚିପାରେ ବୋଲି କୁହାଯାଉଛି । ଓଡ଼ିଶାର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁ…

୧୬ରୁ ଦେଶରେ ଟିକାକରଣ

ନୂଆଦିଲ୍ଲୀ: ଜାନୁଆରୀ ୧୬ରୁ ସାରା ଦେଶରେ ଟିକାକରଣ । ଜାନୁଆରୀ ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ ଆରମ୍ଭ ହେବ। ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡିର କରୋନା ଯୋଦ୍ଧାଙ୍କୁ ଦିଆଯିବ ଟିକା । ପ୍ରଥମ ପର୍ଯ୍ୟାୟରେ ଦେଶରେ ପ୍ରାୟ ୩ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବାର ଯୋଜନା କରାଯାଇଛି ।…

ପୁଣେରୁ ଆସିବ କୋଭିଡ ଭ୍ୟାକସିନ

ପୁଣେ: ପୁଣେରୁ ଆସିବ କୋଭିଡ ଭ୍ୟାକସିନ । ସେରମ ଇନଷ୍ଟିଚ୍ୟୁଟରେ ବିତରିତ ହେବାକୁ ଥିବା ୫ କୋଟି ଟିକାର ଡୋଜ ପ୍ରସ୍ତୁତ ରହିଛି । ସେହିପରି ଟିକା ପହଞ୍ଚାଇବା ପାଇଁ ପୁଣେ ଏୟାରପୋର୍ଟରେ ପ୍ରସ୍ତୁତ ହୋଇରହିଛି କାର୍ଗୋ ବିମାନ । ତେଣୁ ଦିନେ ଦୁଇ ଦିନ ଭିତରେ ଦେଶର ବିଭିନ୍ନ ଅଞ୍ଚଳରେ ଟିକା…

ରାଜ୍ୟରେ ଆଉ ୨୪୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ରାଜ୍ୟରେ ଟିକାକରଣ ଡ୍ରାଏ ରନ୍

ଭୁବନେଶ୍ୱର : ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ଟିକାକରଣ । ତେବେ ତା ପୂର୍ବରୁ ଦେଶର ସବୁ ଜିଲ୍ଲାରେ ଆଜି ପୁଣିଥରେ ଡ୍ରାଏ ରନ ହେବ । ଟିକାକୁ ନେଇ ଗୁଜବ ଉପରେ ବିଶ୍ୱାସ ନକରିବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । ଆଜି ରାଜ୍ୟର ପ୍ରତି ଜିଲ୍ଲାର ୩ଟି ସ୍ଥାନରେ ହେବାକୁ…

ଆଗାମୀ ୨ ମାସ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଟିକାକରଣ ପାଇଁ ଓଡିଶା ପ୍ରସ୍ତୁତ । କୋଭିଡ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠୁ ନେଇ ଧର୍ମାନୁଷ୍ଠାନ ପର୍ଯ୍ୟନ୍ତ ଖୋଲିଥିବା ବେଳେ ଖୁବଶୀଘ୍ର…

ଦେଶରେ କରୋନା ଟିକାର ଡ୍ରାଏ ରନ୍

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ଏହି ଡ୍ରାଏ ରନ୍ ହେବ । ପୂର୍ବରୁ ଦେଶର ୪ଟି ରାଜ୍ୟରେ ଟିକାର ଏହି ମକ୍ ଡ୍ରିଲ୍ ସଫଳ ହୋଇଥିବାବେଳେ ଆଜି ସାରା ଦେଶରେ ଡ୍ରାଏ ରନ୍ ହେବ । ଏଥିପାଇଁ ସମସ୍ତ…

ରାଜ୍ୟରେ ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର: ଆସନ୍ତା କାଲିଠାରୁ ଆରମ୍ଭ ହେବ ରାଜ୍ୟରେ କରୋନା ଟିକାକରଣର ଡ୍ରାଏ ରନ୍ | ରେଜିଷ୍ଟ୍ରେସନ ଲିଙ୍କ ଆସିବା ପରେ ସବୁ ଜିଲ୍ଲାରେ ଡ୍ରାଏ ରନ୍ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି । ଟିକାକରଣ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସ୍ୱାସ୍ଥ୍ୟ ବିଭାଗ…

ଜାନୁଆରୀ ୨ରେ କରୋନା ଟିକା ଡ୍ରାଏ ରନ୍

ନୂଆଦିଲ୍ଲୀ: ଜାନୁଆରୀ ୨ରେ କରୋନା ଟିକାର ଡ୍ରାଏ ରନ୍ | କରୋନା ଟିକା କେମିତି ଦିଆଯିବ ସେନେଇ ଚାରି ରାଜ୍ୟରେ ଡ୍ରାଏ ରନ୍ ପରେ ଏବେ ସାରା ଦେଶରେ ଏହି ଡ୍ରାଏ ରନ୍ ହେବ। କେନ୍ଦ୍ର ସରକାର ଏ ନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଛନ୍ତି ।…