Odia News Portal
Browsing Tag

covid vaccine in bhubaneswar

ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ…

ଦେଶରେ କରୋନା ବିରୁଦ୍ଧରେ ମହାଯୁଦ୍ଧ

ଭୁବନେଶ୍ବର: ଆଜିଠାରୁ ଦେଶରେ ଆରମ୍ଭ ହେବ ଟିକାକରଣ । କୋଭିଡ୍ ବିରୁଦ୍ଧରେ ଆରମ୍ଭ ହେବା ମହାଯୁଦ୍ଧ। ଆଜି ଦେଶବ୍ୟାପୀ ପ୍ରଥମ ପର୍ଯ୍ୟାୟ ଟିକାକରଣ। ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ସାଢେ ୧୦ଟାରେ ଦେଶର ୩ ହଜାର…

ରାଜଧାନୀର ୬ଟି ହସ୍ପିଟାଲରେ ଟିକାକରଣ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଆରମ୍ଭ ହେବ ଟିକାକରଣ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟୀକାକରଣ ପାଇଁ ପହଞ୍ଚିଛି ଦୁଇଟି ଟୀକା । ପୁଣେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟର କୋଭିସିଲ୍ଡ ଓ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ପହଞ୍ଚିସାରିଛି । କୋଭିସିଲ୍ଡ ୪ ଲକ୍ଷ ୮ ହଜାର ଡୋଜ୍…

ଟିକାକରଣ ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ଆରମ୍ଭ ହେବ ଟିକାକରଣ। ତେବେ ଏନେଇ ସ୍ୱାସ୍ଥ୍ୟ ବିଭାଗର ଗାଇଡଲାଇନ ଜାରି ହୋଇଛି। ଗର୍ଭବତୀ ମହିଳା, ଗୁରୁତର ଅସୁସ୍ଥ, ହସ୍ପିଟାଲରେ ଆଡମିଟ୍‌ ଥିବା ବ୍ୟକ୍ତିଙ୍କୁ କୋଭିଡ ଟିକା ଦିଆଯିବ ନାହିଁ। ଏହାସହ ୧୪ ଦିନ ଭିତରେ ଟିକା ନେଇଥିବା ବ୍ୟକ୍ତିଙ୍କୁ କୋଭିଡ…

ରାଜ୍ୟରେ ଆଉ ୨୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଓଡ଼ିଶାରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱର: ଆସିଲା ବଡ଼ ଖୁସି ଖବର | ଓଡ଼ିଶାରେ ଆସି ପହଞ୍ଚିଲା କରୋନା ଟିକା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା କୋଭିସିଲ୍ଡ ଟିକା । ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ଟିକା ଆସିଥିବା ବେଳେ ଏହା ଏବେ ଓଡ଼ିଶାରେ ପହଞ୍ଚିଛି । ପ୍ରାଥମିକ ପର୍ଯ୍ୟାୟରେ ଓଡ଼ିଶାକୁ ୪୦ ହଜାର ୮୦୦ ବୋଟଲ ପଠାଇଛି…