Odia News Portal
Browsing Tag

covid vaccine updates

୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଚିଠି

ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏସିଏସ ପିକେ ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି । ଚିଠିରେ ତୁରନ୍ତ ରାଜ୍ୟ ସରକାରଙ୍କୁ ୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଅନୁରୋଧ କରିଛନ୍ତି । ଆଗକୁ ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ କମ…

ଟିକାଯୋଗାଣ ନେଇ ରାଜ୍ୟକୁ କେନ୍ଦ୍ରର ଜବାବ୍

ଭୁବନେଶ୍ଵର: ଟିକାଯୋଗାଣକୁ ନେଇ ପାତର ଅନ୍ତର ଅଭିଯୋଗ ପରେ କେନ୍ଦ୍ରର ଜବାବ୍ । ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଜଣାଇଥିଲେ, ଟିକା ଯୋଗାଣରେ ରାଜ୍ୟ ରାଜ୍ୟ ଭିତରେ ପାତର ଅନ୍ତର କରାନଯାଉ । ରାଜ୍ୟକୁ ଯଥେଷ୍ଟ ପରିମାଣରେ ଟିକା ପ୍ରଦାନ କରାଯାଉ,…

ରାଜ୍ୟରେ କମିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୧୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ ଆଉ ୧୫୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ସପ୍ତାହକୁ ୩ ଦିନ ହେବ ଟିକାକରଣ

ଭୁବନେଶ୍ୱର: ଏଣିକି ସପ୍ତାହକୁ କେବଳ ୩ ଦିନ ଟିକାଦାନ । ସୋମ, ଗୁରୁ ଏବଂ ଶନିବାର ହେବ ରାଜ୍ୟରେ ଟିକାଦାନ । ଦୈନିକ ଟିକାକରଣରେ ବିଭିନ୍ନ କେନ୍ଦ୍ରରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ହେବା ସହ ଟିକା ନେଉଥିବାରୁ ସ୍ୱାସ୍ଥ୍ୟସେବା ପ୍ରଭାବତି ହେଉଛି । ସେଥିପାଇଁ ସପ୍ତାହକୁ ୩ ଦିନ…

ସେବାୟତଙ୍କୁ ମାଗଣା ଟିକା ଦେବାକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ମାଗଣା କୋଭିଡ ଟିକା ଦେବାକୁ ଅନୁରୋଧ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖି ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ତେବେ ଏହି ଚିଠିରେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାରକୁ ଟିକା ଦେବା ପାଇଁ ଅନୁରୋଧ କରାଯାଇଛି। ବିନା କୋଭିଡ୍ ନେଗେଟିଭ୍…

ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର: ରାଜଧାନୀରେ ପହଞ୍ଚିଲା ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ସ୍ପାଇସ୍ ଜେଟ୍ ବିମାନ ଯୋଗେ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଦ୍ୱିତୀୟ ପର୍ଯ୍ୟାୟ ଟିକା । କଡା ସୁରକ୍ଷା ମଧ୍ୟରେ ରାଜ୍ୟ ଟିକା ଭଣ୍ଡାରକୁ ଟିକା ସ୍ଥାନାନ୍ତର କରାଯାଇଛି । ତେବେ ଆସନ୍ତା ୩ ଦିନ ଭିତରେ ଟିକା ଭଣ୍ଡାରରୁ…