Odia News Portal
Browsing Tag

covid vaccine updates

ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ ଟିକା

ଭୁବନେଶ୍ୱର: ଆସନ୍ତା ୧୦ ଦିନ ଭିତରେ ରାଜ୍ୟରେ ପହଞ୍ଚିବ ଟିକା । ଏହି ସୂଚନା ଦେଇଛନ୍ତି ଡିଏମଇଟି ନିର୍ଦେଶକ ସିବିକେ ମହାନ୍ତି । ଆଗାମୀ ୧୦ ଦିନ ଭିତରେ ଟିକା ପହଞ୍ଚିବ କ୍ଷଣି ଦିନେ ଦୁଇ ଦିନ ଭିତରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ । ସେଇଥିପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା…

ଖୁସି ଖବର: ଶୂନକୁ ଖସିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟ ପାଇଁ ଖୁସି ଖବର | ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେହି ହେଲେ ମଧ୍ୟ କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା…

୧୦ ଦିନ ଭିତରେ ଟିକାକରଣ

ନୂଆଦିଲ୍ଲୀ : ୧୦ ଦିନ ଭିତରେ ଦେଶରେ ଟିକାକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ । ତେବେ ଭାଇରସ ଭୟ ଭିତରେ ଭ୍ୟାକସିନ ଭଲ ଖବର ନେଇ ଆସିଛି । ଏହାରି ଭିତରେ ଡ୍ରାଏରନ ସରିଛି । କୋଭାକ୍ସିନ, କୋଭାସିଲ୍ଡକୁ ମଧ୍ୟ ମଞ୍ଜୁରୀ ମିଳିଛି…

ଟିକାକରଣ ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର : ଟିକା ପାଇଁ ଓଡିଶା ସରକାରଙ୍କ ପ୍ରସ୍ତୁତି । ଏହି ମାସ ସୁଦ୍ଧା ଓଡିଶାରେ କରୋନା ଟିକା ପହଁଚିବା ନେଇ ଆଶା କରାଯାଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶ ଡାକ୍ତର ବିଜୟ ପାଣିଗ୍ରାହୀ । ଟିକାକରଣ ପାଇଁ ୨୯ ହଜାର ସେସନ ସାଇଟ ଅଛି । ହେଲେ ପ୍ରଥମ…

ରାଜ୍ୟରେ ୩୦ ସୁଦ୍ଧା ମିଳିବ ଟିକା

ଝାରସୁଗୁଡ଼ା: ଖୁବଶୀଘ୍ର ରାଜ୍ୟରେ ଉପଲବ୍ଧ ହେବ କୋଭିଡ୍ ଭ୍ୟାକ୍ସିନ୍ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ଓଡ଼ିଶାରେ ଜାନୁଆରୀ ୩୦ ତାରିଖ ନଚେତ୍ ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା କୋରୋନା ଟିକା ଉପଲବ୍ଧ ହେବ । ତେବେ ପ୍ରଥମେ ସ୍ୱାସ୍ଥ୍ୟ କର୍ମୀ ଓ ବୟସ୍କଙ୍କୁ…

କେନ୍ଦ୍ରରୁ ଟିକା ମିଳିବା ପରେ ରାଜ୍ୟରେ ଟିକାକରଣ

ଭୁବନେଶ୍ୱର: ଭାରତରେ ଦୁଇଟି ଟିକାକୁ ଡ଼ିସିଜିଆଇ ଅନୁମୋଦନ ଦେବା ପରେ ଡ଼ିଏମ୍ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ଏନେଇ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ର ସରକାର ରାଜ୍ୟକୁ ଟିକା ଦେବା ପରେ ତତକ୍ଷଣାତ୍ ଟିକାକରଣ କରାଯିବ ।ପ୍ରାଥମିକସ୍ତରରେ ପ୍ରସ୍ତୁତ ଡାଟାବେସ୍‌ ଅନୁସାରେ, ସମସ୍ତ…

ଦେଶରେ କରୋନା ଟିକାର ଡ୍ରାଏ ରନ୍

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶା ସମେତ ସାରା ଦେଶରେ ହେବ କରୋନା ଟିକାର ଡ୍ରାଏ ରନ୍ । ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳରେ ଏହି ଡ୍ରାଏ ରନ୍ ହେବ । ପୂର୍ବରୁ ଦେଶର ୪ଟି ରାଜ୍ୟରେ ଟିକାର ଏହି ମକ୍ ଡ୍ରିଲ୍ ସଫଳ ହୋଇଥିବାବେଳେ ଆଜି ସାରା ଦେଶରେ ଡ୍ରାଏ ରନ୍ ହେବ । ଏଥିପାଇଁ ସମସ୍ତ…

ରାଜ୍ୟରେ ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର: ଆସନ୍ତା କାଲିଠାରୁ ଆରମ୍ଭ ହେବ ରାଜ୍ୟରେ କରୋନା ଟିକାକରଣର ଡ୍ରାଏ ରନ୍ | ରେଜିଷ୍ଟ୍ରେସନ ଲିଙ୍କ ଆସିବା ପରେ ସବୁ ଜିଲ୍ଲାରେ ଡ୍ରାଏ ରନ୍ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି । ଟିକାକରଣ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ସ୍ୱାସ୍ଥ୍ୟ ବିଭାଗ…

ଜାନୁଆରୀ ୨ରେ କରୋନା ଟିକା ଡ୍ରାଏ ରନ୍

ନୂଆଦିଲ୍ଲୀ: ଜାନୁଆରୀ ୨ରେ କରୋନା ଟିକାର ଡ୍ରାଏ ରନ୍ | କରୋନା ଟିକା କେମିତି ଦିଆଯିବ ସେନେଇ ଚାରି ରାଜ୍ୟରେ ଡ୍ରାଏ ରନ୍ ପରେ ଏବେ ସାରା ଦେଶରେ ଏହି ଡ୍ରାଏ ରନ୍ ହେବ। କେନ୍ଦ୍ର ସରକାର ଏ ନେଇ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ସ୍ୱାସ୍ଥ୍ୟ ସଚିବଙ୍କୁ ଅବଗତ କରାଇଛନ୍ତି ।…