Odia News Portal
Browsing Tag

Covid

ପୁଣି ଭୀମସାରରେ ୧୦ କରୋନା ପଜିଟିଭ

ଭୀମ୍‌ସାରେ କରୋନା ଆକ୍ରାନ୍ତ । ଚିହ୍ନଟ ହେଲେ ପୁଣି ୧୦ କରୋନା ଆକ୍ରାନ୍ତ । ଯାହାକୁ ମିଶିଇ ୭୪ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କରୋନା ସଂକ୍ରମଣ ନେଇ ଘାରିଛି ଚିନ୍ତା । ଖବର ଅନୁଯାୟୀ, କିଛିଦିନ ତଳେ ବୁର୍ଲା ସ୍ଥିତ ଭୀମସାରୁ ୫୦…

ନନ୍ଦ ସାରଙ୍କୁ କରୋନା

ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କୁ କରୋନା ସଂକ୍ରମଣ ଚିହ୍ନଟ ହୋଇଛି । ସେ ଏବେ କଳିଙ୍ଗ ନଗର ସ୍ଥିତ ଟାଟା ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର ସୂଚନା ଦେଇଛନ୍ତି । ତାଙ୍କୁ ଏବେ ଅକ୍ସିଜେନ ଲାଗିଥିବା ଅ ବସ୍ଥାରେ ମେଡିକାଲରେ…

ତୃତୀୟ ଲହରୀ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ

ସମ୍ଭାବ୍ୟ ତୃତୀୟ ଲହର ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଆଜି ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ସବୁ ଜିଲ୍ଲାପାଳ, ଏସପି ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ…

ବିଧାନସଭା ଶୀତକାଳୀନ ଅଧିବେଶନ ପୂର୍ବରୁ ସମସ୍ତଙ୍କର ହେବ କୋଭିଡ ଟେଷ୍ଟ

ବିଧାନସଭାର ଶୀତକାଳୀନ ଅଧିବେଶନ ପୂର୍ବରୁ ଆରମ୍ଭ ହୋଇଛି କୋଭିଡ଼ ଟେଷ୍ଟ । ବିଧାନସଭା ପରିସରରେ ଚାଲିଛି କୋଭିଡ଼ ଟେଷ୍ଟ । ସଦସ୍ୟଙ୍କ ସହ ବିଧାନସଭା କର୍ମଚାରୀ, ସୁରକ୍ଷାକର୍ମୀଙ୍କର ଆରଟିପିସିଆର ସହ ଆଣ୍ଟିବଡ଼ି ଟେଷ୍ଟ ମଧ୍ୟ କରାଯାଉଛି । ଏହା ୩ ଦିନ ଧରି ଚାଲିବ । ସେପଟେ ବିଧାୟିକା…

କରୋନାର ନୂଆ ଭାରିଆଣ୍ଟକୁ ନେଇ ସତର୍କ

ରଙ୍ଗ ବଦଳାଇବାରେ ମାହିର କରୋନାର ନୂଆ ଭାରିଆଂଟ ଅମିକ୍ରନ ସାମ୍ନାକୁ ଆସିବା ପରେ ସତର୍କ ହୋଇଛନ୍ତି ସରକାର । ନୂଆ ଭାଂରିଆଟ ଯେଉଁ ଦେଶରେ ବିପଦ ସୃଷ୍ଟି କରିଛି, ସେହି ଦେଶରୁ ଯାତ୍ରୀ ଆସିଲେ ସେମାନଙ୍କ କୋଭିଡ ଟେଷ୍ଟ ହେବ । ଯେଉଁମାନଙ୍କ ରିପୋର୍ଟ ପଜିଟିଭି ଆସିବ ସେମାନଙ୍କ ନମୁନା ଜେମନ…

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲା ୨୮୮ କରୋନା ସଂକ୍ରମିତ

ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବା ବେଳେ ଗତ ୨ ଦିନ ହେଲା ସଂକ୍ରମଣ ସାମନ୍ୟ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି…

ଆଗକୁ ବଢିପାରେ ମୃତ୍ୟୁ ସଂଖ୍ୟା

ବିଶ୍ବବ୍ୟାପୀ କରୋନା ଭାଇରସ୍‌ ମହାମାରୀର ପ୍ରକୋପ କମିଛି। କିନ୍ତୁ ମହାମାରୀ ସଂପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏବେ କରୋନା ମହାମାରୀକୁ ନେଇ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (WHO) ଏକ ନୂଆ ଚେତାବନୀ ଦେଇଛି। ସଂଗଠନ କହିଛି ଯେ, ୟୁରୋପର ୫୩ଟି ଦେଶରେ ଶୀତଋତୁ ପରେ ଆଗାମୀ ବସନ୍ତ ଋତୁ ଯାଏଁ ୭ ଲକ୍ଷ…

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଡାକ ଶୁଣିଲେନି ଈଶ୍ୱର, ବଞ୍ଚାଇ ପାରିଲେନି ଦ୍ବିତୀୟ ଭଗବାନ। ସବୁ ଚେଷ୍ଟା, ସବୁ ପ୍ରୟାସ ପରେ ବି ଆଖି ବୁଜି ଦେଲେ ଅମ୍ରିତ। ମୃତ୍ୟୁ ସହ ଲଢେଇ କରି କରି ଶେଷରେ ଜୀବନର ଯୁଦ୍ଧରେ ପରାଜିତ ହେଲେ। ନା ଜିତିଲା କୋଟି କୋଟି ଲୋକଙ୍କ ପ୍ରାର୍ଥନା, ନା ବଞ୍ଚାଇ ପାରିଲା ଗୁରୁଜନଙ୍କ ଆଶୀର୍ବାଦ। ସତରେ…

ଭୀମସାରରେ ୭ ଛାତ୍ର କରୋନା ପଜିଟିଭ

ବୁର୍ଲା ଭୀମସାରରେ ବୃଦ୍ଧି ପାଇଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ୨୨ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବେ ଆଉ ୭ ଜଣ ଛାତ୍ରଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ସଂକ୍ରମଣ ବୃଦ୍ଧି ପାଇବା ପରେ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷର ଅଫଲାଇନ ପରୀକ୍ଷା ବାତିଲ…

ଚିନ୍ତା ବଢାଉଛି ଶିକ୍ଷାନୁଷ୍ଠାନର କରୋନା ସଂକ୍ରମଣ

ଚିନ୍ତା ବଢାଇଲାଣି ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ । ପ୍ରଥମେ ସମ୍ବଲପୁରର ବୁର୍ଲା , ଆଉ ଏବେ ସୁନ୍ଦରଗଡ଼ ସେଣ୍ଟ ମେରି ବାଳିକା ବିଦ୍ୟାଳୟ । ଏହି ବିଦ୍ୟାଳୟରେ ମୋଟ ୫୬ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଖବର…