Odia News Portal
Browsing Tag

Covid19

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ…

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,…

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ…

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ

ଦ୍ୱିତୀୟ ଦିନିକିଆରେ ଏକତରଫା ଭାବରେ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ । ଭାରତ ଦେଇଥିବା ୧୧୮ ରନର ଚୋଟ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ପୂରଣ କରିଥିବା ବେଳେ ଏହି ମ୍ୟାଚକୁ ୧୦ ୱିକେଟରେ ଦଳ ଜିତି ନେଇଛି । ତେବେ ଅଷ୍ଟ୍ରେଲିଆର ଦୁଇ ଓପନର ଟ୍ରାଭିସ ହେଡ ଏବଂ ମିଚେଲ ମାର୍ଶଙ୍କ ଦମଦାର ଅର୍ଦ୍ଧଶତକ…

ଉହାନ କରୋନାର ଉତ୍ପତ୍ତିସ୍ଥଳ; ଏଫବିଆଇ

ଚୀନର ଉହାନ ସହରରୁ ହିଁ କରୋନାର ଉତ୍ପତ୍ତି ହୋଇଛି । ଉହାନସ୍ଥିତ ଲ୍ୟାବରୁ ହିଁ କରୋନା ଭାଇରସ ବାହାରିଛି । ଏନେଇ ସତ୍ୟତା ସ୍ପଷ୍ଟ କରିଛି ଆମେରିକା ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ଏଫବିଆଇ । ଏଫବିଆଇ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ପୂର୍ବରୁ ଆର୍ନ୍ତଜାତିକ ସ୍ତରରେ ଚୀନକୁ…

ଦୀର୍ଘ ୯୪୫ ଦିନ ପରେ ହଂକଂରୁ ଉଠିଲା ମାସ୍କ କଟକଣା

କୋଭିଡ୍‌-୧୯ ପାଇଁ ହଂକଂରେ ଆଜିଯାଏ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିଥିଲା। ୯୪୫ ଦିନ ପରେ ମାର୍ଚ୍ଚ ପହିଲା ବୁଧବାରଠାରୁ ଏହି ବାଧ୍ୟତାମୂଳକ ବ୍ୟବସ୍ଥାକୁ ଉଠାଇ ଦିଆଯାଇଛି। ହଂକଂର ଚିଫ୍ ଏକ୍‌ଜିକ୍ୟୁଟିଭ୍ ଜନ ଲି ମଙ୍ଗଳବାର ଏହା ଘୋଷଣା କରିଛନ୍ତି। ବ୍ୟବସାୟୀ ଓ ପରିଦର୍ଶକମାନଙ୍କ ଆଗମନକୁ…

କୋଭିଡ-୧୯ : ୨୪ ଘଣ୍ଟାରେ ୧୨୬ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩୫ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

କୋଭିଡ-୧୯ : ୨୪ ଘଣ୍ଟାରେ ୧୦୨ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

କୋଭିଡ-୧୯ : ୨୪ ଘଣ୍ଟାରେ ୮୨ ନୂଆ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ତଳକୁ ଖସିଛି, ତା ସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…