Odia News Portal
Browsing Tag

Covid19

ଦେଶରେ ନୂତନ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୨୪

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

କୋଭିଡ୍-୧୯ :୨୪ ଘଣ୍ଟାରେ ଦେଶରେ ୧୩୨ ନୂଆ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୦ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

କରୋନା ବିରୁଦ୍ଧରେ ଜନ ଆନ୍ଦୋଳନ କରିବାକୁ ଆହ୍ୱାନ୍ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆମ ଦେଶ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଛି । ସରକାର ଏକୁଟିଆ ଚାହିଁଲେ ସବୁ କରିଦେବେ ସେମିତି ଭାବିବା ଭୁଲ୍‌ । ଏଣୁ ସମାଜର ବର୍ଗର ଲୋକ ମିଶି କରୋନା ବିରୋଧରେ ଲଢେଇ କରିବାକୁ ପଡିବ । ଏହାକୁ ଏକ ଜନ ଆନ୍ଦାଳନରେ ପରିଣତ କରି ଟେଷ୍ଟିଂ, ଟ୍ରେସିଂ ଓ ଟ୍ରିଟେମଣ୍ଟକୁ…

କୋଭିଡ୍ ମୁକାବିଲା ପାଇଁ ୫ ଜିଲ୍ଲାରେ ୧୭ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାଙ୍ଘାତିକ ସ୍ଥିତି ଧାରଣ କଲାଣି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ବୃଦ୍ଧି ପାଉଥିବା ୫ ଜିଲ୍ଲା ପାଇଁ ସରକାର ୧୭ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଏମାନେ ଜିଲ୍ଲା ପ୍ରଶାସନ ଅଧୀନରେ କୋଭିଡ୍‌ ମୁକାବିଲା ପାଇଁ କାମ କରିବେ । ବଲାଙ୍ଗୀର…

ରାଜ୍ୟରେ ଆଉ ୩୧୯ କରୋନା ସଂକ୍ରମିତ ଚିହ୍ନଟ,୩୨୬୯୧୫ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଆଜି ୪୮୦ ପଜିଟିଭ୍, ୬ ମୃତ

ଭୁବନେଶ୍ବର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ…

ଆଉ ୧୫ ମୁଣ୍ଡ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର()  ଆଜି ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ରାଜ୍ୟରେ କରୋନାଜନିତ ମୃତୁ୍ୟସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଥିବାବେଳେ ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ…

ଆଜି ୭୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର() ରାଜ୍ୟରେ ଆଜି ୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩୭ ଜଣ ଚିହ୍ନଟ ହୋଇଥିବାବେଳେ ୩୧୨ଟି ଲୋକାଲ କେସ୍‌ ରହିଛି। ନୂତନ…

ଆଉ ୭୫୩ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…