Odia News Portal
Browsing Tag

Covid19

ବଡ଼ ଖବର, ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି…

କରୋନା ନେଲା ଆଉ ୧୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର() ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧା…

ଆଜି ୯୮୬ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ ହଜାର ପାର

ଭୁବନେଶ୍ୱର() ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୮୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା…

ଭୁବନେଶ୍ୱରରୁ ୫୯ ଚିହ୍ନଟ, ୫୪ ଲୋକାଲ କେସ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ  ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୦୫ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୮୯୬ କୁ ବୃଦ୍ଧି…

କରୋନାରେ ଆଉ ୧୫ ମୃତ, ବାଲେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର() ଆଜି ୧୨୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ବାଲେଶ୍ୱର…

ଆଜି ୧୨୨୦ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ହଜାର ପାର

ଭୁବନେଶ୍ବର()  ରାଜ୍ୟରେ ଆଜି ୧୨୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୦୩ ଜଣ ଚିହ୍ନଟ ହୋଇଥିବାବେଳେ ୫୧୭ଟି ଲୋକାଲ କେସ୍‌ ରହିଛି। ନୂତନ…

କରୋନାରେ ଆଉ ୧୩ ମୃତ, ମୟୁରଭଞ୍ଜରୁ ସର୍ବାଧିକ

ଭୁବନେଶ୍ୱର() ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ମୟୁରଭଞ୍ଜ ଓ…

ଆଜି ୯୮୭ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦୦ ପାର

ଭୁବନେଶ୍ବର()  ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ବାଲେଶ୍ବର, କଳାହାଣ୍ଡି,…

ରାଜ୍ୟର ୩ ଲକ୍ଷ ଟପିଲା ପଜିଟିଭ ସଂଖ୍ୟା

ଭୁବନେଶ୍ବର()  ରାଜ୍ୟରେ ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୯୬ ଜଣ ଚିହ୍ନଟ ହୋଇଥିବାବେଳେ ୫୭୬ଟି ଲୋକାଲ କେସ୍‌ ରହିଛି। ନୂତନ…