Odia News Portal
Browsing Tag

Covid19

ଜାଣନ୍ତୁ ୧୧୯ ନଂ ଆକ୍ରାନ୍ତ ବ୍ୟକ୍ତି ଜଣକର ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ବର() ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ତାଲିକା । ତେବେ ଏହାରି ମଧ୍ୟରେ ଆଜି ଚିହ୍ନଟ ହୋଇଥିବା ନୂଆ କରୋନା ରୋଗୀଙ୍କ ତଥ୍ୟ ଆସଛି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର । ୧୧୯ ନଂ ଆକ୍ରାନ୍ତ ବ୍ୟକ୍ତି ଜଣକ ଭୁବନେଶ୍ୱର…

ହଜାରେ ଟପିଲା ଦେଶରେ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ()କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଏହାର ପ୍ରଭାବ ବିଶ୍ୱରେ ପଡ଼ିଥିବା ବେଳେ ସେଥିରୁ ବାଦ ପଡ଼ିନାହିଁ ଭାରତ । ବର୍ତ୍ତମାନ କରୋନାରେ ଦେଶରେ ମୃତ୍ୟୁ ସଂଖ୍ୟା ୧୦୦୦କୁ ବୃଦ୍ଧି ପାଇଛି । ୧ହଜାର ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ହଜାର ୩୩୨ ଜଣ ଆକ୍ରାନ୍ତ…

ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ । ନୂଆ ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି । ଖୋର୍ଦ୍ଧାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା । ୪୭ ଜଣଙ୍କ ମଧ୍ୟରୁ ୨୬ସୁସ୍ଥ, ୨୦ ଜଣ ଚିକିତ୍ସିତ ।

ଦେଶରେ ମୃତ୍ୟୁସଂଖ୍ୟା ୯୩୪କୁ ବୃଦ୍ଧି

ନୂଆଦିଲ୍ଲୀ()  ଭାରତରେ କରୋନା ଉପରେ ଲାଗୁନି ବ୍ରେକ୍ । ଦେଶରେ ମୃତ୍ୟୁସଂଖ୍ୟା ୯୩୪କୁ ବୃଦ୍ଧି ହୋଇଛି । କରୋନାରେ ୨୯ ହଜାର ୪୩୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୬୮୬୯ ଜଣ । ବିଭିନ୍ନ ହସ୍ପିଟାଲରେ ୨୧ ହଜାର ୬୩୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେପଟେ ରାଜ୍ୟରେ…

ଜାଣନ୍ତୁ ନୂଆ ୭ ଆକ୍ରାନ୍ତଙ୍କ ତଥ୍ୟ

ଭୁବନେଶ୍ୱର() ରାଜ୍ୟରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ରୁ ଓ ଭଦ୍ରକ ଜିଲ୍ଲାରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ରେ ଏହି…

ଓଡ଼ିଶାରେ ଆଉ ୭ ଜଣ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର() ଓଡ଼ିଶାରେ ଆଉ ୭ ଜଣ କୋରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି । ଆକ୍ରାନ୍ତଙ୍କ ମଧ୍ୟରୁ ଭଦ୍ରକର ୩ ଓ ସୁନ୍ଦରଗଡ଼ର ୪ ଜଣ । ଏବେ ୮୦ ଜଣ ଚିକିତ୍ସିତ ହେଉଛନ୍ତି, ୩୭ ଜଣ ସୁସ୍ଥ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧କୁ ବୃଦ୍ଧି

ଭୁବନେଶ୍ୱର()  ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁଇଜଣଙ୍କ ମଧ୍ୟରେ ଜଣେ କୋରାପୁଟର ଦଶମନ୍ତପୁରର ୨୨ବର୍ଷିୟ ସ୍ୱାସ୍ଥ୍ୟକର୍ମୀ ହୋଇଥିବା ବେଳେ ଅନ୍ୟଜଣକ ବାଲେଶ୍ୱରର ୩୨ବର୍ଷିୟ ଯୁବକ ଓ ଆଉ ଜଣେ ଯାଜପୁରର ବୋଲି ସୂଚନା ମିଳିଛି ।। ଏହାସହ ଓଡ଼ିଶାରେ ଚିକିତ୍ସା ପରେ କରୋନା…

ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୫ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ସୂଚନା । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ ହୋଇଥିବା ବେଳେ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୨, ସୁସ୍ଥ ହେଲେଣି ୩୫ ଜଣ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁବା ପରେ ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ସମସ୍ତ ରୋଗୀ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି ।…

ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡିଛି।  ୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁର ସ୍ଥିତ ଦାସରଥପୁର ବ୍ଲକ  କଟିକଟା ପଂଚାୟତ କଟିକଟା ଗ୍ରାମର…