Odia News Portal
Browsing Tag

covishield

ଏବେ ମାତ୍ର ୨୨୫ ଟଙ୍କାରେ ନେଇପାରିବେ କୋଭିସିଲ୍ଡ ଓ କୋଭାକ୍ସିନ୍‌ର ବୁଷ୍ଟର ଡୋଜ୍‌

କୋଭିସିଲ୍ଡ ଭ୍ୟାକ୍‌ସିନ୍‌ର ବୁଷ୍ଟର ଡୋଜ୍‌ ପାଇଁ ଦେବାକୁ ପଡ଼ିବନି ୬୦୦ ଟଙ୍କା। ଏବେ ମାତ୍ର ୨୨୫ ଟଙ୍କା ଦେଇ ଲୋକମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଶନିବାର ଦିନ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ସିଇଓ ଅଦାର ପୁନାଓ୍ଵାଲା ଘୋଷଣା କରିଛନ୍ତି ଯେ ପ୍ରାଇଭେଟ୍‌ ହସ୍ପିଟାଲରେ ଏବେ…

ଓଡିଶାରେ ପହଞ୍ଚିଲା ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର: ଓଡିଶାକୁ ଆସି ପହଞ୍ଚିଛି ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ।ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ୱାରା ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା…

ସେରମ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ: ଆଜି ପୁଣେସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ‌ରେ ନିଆଁ ଲାଗିଥିଲା। ତେବେ ଏହି ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ପାଖାପାଖି ୧୦ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ୬ ଜଣଙ୍କୁ ଉଦ୍ଧାର କରାଯାଇଥିଲା ।…

କୋଭିସିଲ୍ଡ ପରେ ପହଞ୍ଚିଲା କୋଭାକ୍ସିନ୍

ଭୁବନେଶ୍ୱର: କରୋନା ଟିକା କୋଭିସିଲ୍ଡ ପରେ ଆସିଲା କୋଭାକ୍ସିନ । ଓଡ଼ିଶାରେ ପହଞ୍ଚିଲା କୋଭାକ୍ସିନ ଟିକା । କୋଭାକ୍ସିନ ଟିକା ହାଇଦ୍ରାବାଦରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛି । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଆଜି ସକାଳେ ଆସି ପହଞ୍ଚି ଥିଲା । ପ୍ରଥମ…