Odia News Portal
Browsing Tag

covisild

ଶସ୍ତା ହେବ କରୋନା ଟିକା

ଖୁବ୍ ଶୀଘ୍ର ବଜାରରେ ଉପଲବ୍ଧ ହେବାକୁ ଯାଉଥିବା କରୋନା ଟିକା ।ଆଣ୍ଟି-କୋଭିଡ୍ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍ ପ୍ରତି ଡୋଜର ମୂଲ୍ୟ ୨୭୫ ଟଙ୍କାରୁ ଅଧିକ ହେବ ନାହିଁ । ଅତିରିକ୍ତ ସେବା ଚାର୍ଜର ମୂଲ୍ୟ ୧୫୦ ଟଙ୍କା ଲାଗୁ ହେବ । ଉଭୟ ଟିକା ଖୁବ ଶୀଘ୍ର ଭାରତର ଔଷଧ ନିୟାମକଙ୍କଠାରୁ…

କୋଭିସିଲ୍ଡକୁ ସ୍ୱୀକୃତି ଦେଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ: କରୋନା ବିରୋଧରେ କୋଭିଡଶିଲ୍ଡ ଟିକା ନେଇଥିବା ଏବଂ ଅଷ୍ଟ୍ରେଲିଆ ଯାତ୍ରା କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଏକ ଖୁସି ଖବର। ସେରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ନିର୍ମିତ ଟିକା କୋଭିଶିଲ୍ଡକୁ ଅଷ୍ଟ୍ରେଲିଆ ସ୍ବୀକୃତି ଦେଇଛି। ଅଷ୍ଟ୍ରେଲିଆ ଶୁକ୍ରବାର ଦିନ କୋଭିଶିଲ୍ଡକୁ…

ନରମିଲା ବ୍ରିଟେନ୍, କୋଭିସିଲ୍ଡକୁ ମଞ୍ଜୁରୀ

ନୂଆଦିଲ୍ଲୀ: ଭାରତର ଚେତାବନୀ ପରେ ବ୍ରିଟେନ ନିଜ ବିବାଦୀୟ ଟିକା ନୀତିରେ ପରିବର୍ତ୍ତନ କରିଛି। ବ୍ରିଟେନ ଏବେ ଏହାର ସଂଶୋଧିତ ଯାତ୍ରା ନିୟମରେ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର କରୋନା ଟିକା ‘କୋଭିଶିଲ୍ଡ’ କୁ ସ୍ବୀକୃତି ଦେଇଛି। ତଥାପି ବ୍ରିଟେନକୁ ଯାଉଥିବା ଭାରତୀୟମାନଙ୍କୁ ୧୦ ଦିନ…

ଆସୁଛି ୮ ଲକ୍ଷ ଡୋଜରୁ ଅଧିକ କୋଭିସିଲ୍ଡ

ଭୁବନେଶ୍ୱର: ରାଜ୍ୟରେ ଦେଖା ଦେଇଛି ଟିକା ଅଭାବ । ଟିକା ନଥିବାରୁ କାଲିଠାରୁ ୧୭ ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ତେବେ ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟକୁ ଆସିବ ୮ ଲକ୍ଷ କୋଭିସିଲ୍ଡ ଟିକାର ଡୋଜ । ଦୂର ହେବ ଭ୍ୟାକ୍ସିନ ଅଭାବ । କେନ୍ଦ୍ର ସରକାର ଏହି ୮ ଲକ୍ଷ ଟିକା…

ରାଜ୍ୟରେ ପହଞ୍ଚିବ କୋଭିସିଲ୍ଡ ଟିକାର ଆଉ ଏକ ଲକ୍ଷ ଡୋଜ୍‌

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଟିକାକରଣ । ପ୍ରଥମେ ପ୍ରଥମେ ଲୋକେ ଟିକା ନେବାଲାଗି ଡରୁଥିବା ଏବେ ଆଗ୍ରହର ସହ ଟିକା ନେଉଥିବା ଦେଖିବାକୁ ମିଳୁଛି । ବୁଧବାର ରାଜ୍ୟରେ ପହଞ୍ଚିବ କୋଭିସିଲ୍ଡ ଟିକାର ଆଉ ୧ ଲକ୍ଷ ଡୋଜ । ଜୁନ ମାସରେ ୧୯ ଲକ୍ଷ୫୮ହଜାର ୩୭୦ ଟିକା ରାଜ୍ୟକୁ କେନ୍ଦ୍ର ସରକାର…

ସମ୍ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ କୋଭିସିଲ୍ଡ ଟୀକା ଉପଲବ୍ଧ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟୀକା ପ୍ରଦାନ କରାଯାଉଛି । ସେରମ…

କୋଭାକ୍ସିନ ଓ କୋଭିସିଲ୍ଡ ଟିକାର ସବୁ ଭେରିଆଣ୍ଟ ପ୍ରତି ଫଳପ୍ରଦ

ଭୁବନେଶ୍ୱର: କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ ବୋଲି ଭାରତୀୟ ଆର‌୍ୟୁବିଜ୍ଞାନ ଗବେଷଣା ପରିଷଦ (ଆସିଏମ୍ଆର) ମୁଖ୍ୟ ବଳରାମ ଭାର୍ଗବଙ୍କ ସୂଚନା ଦେଇଛନ୍ତି। କୋଭାକ୍ସିନ ଓ କୋଭିସିଲ୍ଡ ଟିକା କୋଭିଡର ସମସ୍ତ ଭାରିଆଣ୍ଟକୁ ମାତ୍ ଦେବାର କ୍ଷମତା ରଖିଛି।…