ରାଜନଗରରେ ଲଜ୍ୟା : ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଲା…
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ ଚାଞ୍ଚଲ୍ୟ। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିବା ଜଣାଯାଇଛି। ସୂଚନା ଅନୁସାରେ, ଗତ ରାଖୀ ପୂର୍ଣ୍ଣିମା ଦିନ ପୀଡ଼ିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା…