Odia News Portal
Browsing Tag

Crime Branch

କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଶର୍ମିଷ୍ଠା

ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଶର୍ମିଷ୍ଠା ରାଉତଙ୍କ ସମେତ ଚାରିଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ । ରିମାଣ୍ଡରେ ଆସିଥିବା ଅଭିଯୁକ୍ତମାନେ ହେଲେ ଶର୍ମିଷ୍ଠା ରାଉତ, ପୂର୍ବତନ ଓଆଇଏସ ଅଧିକାରୀ ନିରଞ୍ଜନ ସେଠୀ, ଶର୍ମିଷ୍ଠାଙ୍କ ସହଯୋଗୀ…

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା : ଦ୍ୱିତୀୟ ଦିନରେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ । ଦ୍ବିତୀୟ ଦିନରେ ଚାନ୍ଦବାଲିରେ କ୍ରାଇମବ୍ରାଞ୍ଚ ଟିମର ତଦନ୍ତ ଜାରି । ଆଜି ଦୁଇ ଜଣ ସାକ୍ଷୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା କରୁଛି । ଦେବାଶିଷ ଜେନା ଓ ଶରତ ପଣ୍ଡାଙ୍କୁ…

ଡେମୋ ଦେଖାଇଲେ ଲୁଟେରା

କେମିତି ଠକୁଥିଲା ଜମତାରା ଗ୍ୟାଙ୍ଗ । ତା’ର ଏକ ଭିଡିଓ ଜାରି କରିଛି କ୍ରାଇମବ୍ରାଞ୍ଚ । ପ୍ରଥମେ ଗ୍ରାହକଙ୍କ ସହ କଥା ହୋଇ ବିଶ୍ୱାସଭାଜନ ହେବା ପରେ ଚତୁରତାର ସହ ଠକୁଛି ଜମତାରା ଗ୍ୟାଙ୍ଗ । ବିଭିନ୍ନ ପ୍ରକାର ଟେକନିକ୍ ବ୍ୟବହାର କରି ଲୋକଙ୍କଠାରୁ ଡାଟା ନେଇ ଠକୁଛି ଗ୍ୟାଙ୍ଗ । ଏନେଇ ଏକ…

ଏସିଏଫ ସୌମ୍ୟଙ୍କ ମୃତ୍ୟୁକୁ ନେଇ କ୍ରାଇମବ୍ରାଞ୍ଚର ବଡ଼ ଖୁଲାସା

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆଜିଯାଏଁ ଚର୍ଚ୍ଚା ହେଉଛି । ଏହାରି ଭିତରେ ଆଜି କ୍ରାଇମବ୍ରାଞ୍ଚ ଏଡିଜି ପ୍ରେମମିଟ୍ କରି ବଡ଼ ସୂଚନା ଦେଇଛନ୍ତି । କ୍ରାଇମବ୍ରାଂଚ ଏଡିଜି ସଂଜୀବ ପଣ୍ଡା ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ତଦନ୍ତରୁ…

ରାଜ କୁନ୍ଦ୍ରାଙ୍କ ବିପକ୍ଷରେ ୧୫ଶହ ପୃଷ୍ଟାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ମୁମ୍ବାଇ: ଦିନକୁ ଦିନ ରାଜ କୁନ୍ଦ୍ରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି । ପୋନୋଗ୍ରାଫି ମାମଲାରେ କାଲି ମୁମ୍ବାଇ କ୍ରାଇମବ୍ରାଞ୍ଚ ରାଜ କୁନ୍ଦ୍ରାଙ୍କ ନାମରେ ୧୫୦୦ ପୃଷ୍ଟା ସମ୍ବଳିତ ଏକ ଚାର୍ଜସିଟ୍ କୋର୍ଟରେ ଦାଖଲ କରିଛି । ସୂଚନା ଅନୁସାରେ, ମୁମ୍ବାଇ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ଏହି…

କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ

ଭୁବନେଶ୍ୱର: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ହାଇକୋର୍ଟ । ଆଜି ଏହି ମାମଲାରେ ଶୁଣାଣି ଚାଲିଥିବା ବେଳେ କୋର୍ଟଙ୍କ କଡ଼ା ଆଭିମୁଖ୍ୟ ଦେଖିବାକୁ ମିଳିଛି । ସୂଚନାନୁଯାୟୀ, ମାନ୍ୟବର କୋର୍ଟ ବିରକ୍ତ ହେବାର କାରଣ ଏହିକି…

କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ଆବେଦନ | କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ । ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । କମ୍ପାନୀରେ ଚାକିରି…

ପ୍ରଦୀପ ପାଣିଗ୍ରାହୀଙ୍କ ପରେ ବନ୍ଧା ହେଲେ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ

ଠକେଇ ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଏସଆଇଟି ।ସର୍ବେଶ୍ୱର ରାଓ ଚାକିରୀ ଦେବା ନାଁରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଥିଲା ଏ ନେଇ ଗତକାଲି…

‘ପରୀ’ ହତ୍ୟା ମାମଲାରେ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ

ନୟାଗଡର କୁନିଝିଅ ପରୀ ହତ୍ୟା ମାମାଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସଆଇଟି ଆଜି ହାଇକୋର୍ଟରେ ପରୀ ମୃତ୍ୟୁ ମାମଲାର ତଦନ୍ତ କେତେ ବାଟ ଆଗେଇଛି ସେ ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ…