Odia News Portal
Browsing Tag

crime news odisha

ଲାଲବାହିନୀର ବର୍ବରକାଣ୍ଡ ୫ ଯବାନ ସହିଦ

ବିଜାପୁର: ଛତିଶଗଡରେ ୫ ଜଣ ଯବାନ ସହିଦ | ବିଜାପୁର ଜିଲ୍ଲା ତରରେମ୍ ଠାରେ ନକ୍ସଲ ଓ ସୁରକ୍ଷା କର୍ମୀମାନଙ୍କ ଭିତରେ ହୋଇଥିବା ସଂଘର୍ଷରେ ଡିଆରବି ଓ ସିଆରପିଏଫର ୫ ଜଣ ଯବାନ ସହିଦ ହୋଇଥିବା ସମୟରେ ଜଣେ ନକ୍ସଲର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛିମାସ ପୂର୍ବରୁ ନକ୍ସଲମାନେ ଯବାନଙ୍କର ଏକ

ନାଇଟ୍ କର୍ଫ୍ୟୁ ସମୟରେ ଜାରି ରହିବ ଏହି ସବୁ ସେବା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼,

ଚପଲ ଫିଙ୍ଗା ପ୍ରସଙ୍ଗରେ ବିଜେଡି ଓ କଂଗ୍ରେସର ଉଦବେଗ

ଭୁବନେଶ୍ୱର: ବାଚସ୍ପତିଙ୍କୁ ଚପଲ ଫିଙ୍ଗା ପ୍ରସଙ୍ଗକୁ ନେଇ ଗୃହରେ ଉଦବେଗ। ଉଦବେଗ ପ୍ରକାଶ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ। ଶାସକ ଦଳ ସଦସ୍ୟ ଭୁପିନ୍ଦର ସିଂ କହିଛନ୍ତି ଘଟଣା ଅତ୍ୟନ୍ତ ଦୁଖଦାୟକ। ଓଡିଶା ଏକ ଶାନ୍ତିପ୍ରିୟ ରାଜ୍ୟ ଭାବରେ ଦେଶରେ ସବୁଦୃଷ୍ଟିରୁ ସମ୍ନାନ ରହିଛି। ଆପଣଙ୍କ

ଉପରାଷ୍ଟ୍ରପତିଙ୍କୁ କ୍ରିଷନ କୁମାରଙ୍କ ଅନନ୍ୟ ଭେଟି

ଭୁବନେଶ୍ୱର: ଓଡିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ | ଏହି ଅବସରରେ ତାଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର | ଉପରାଷ୍ଟ୍ରପତଙ୍କୁ ଭେଟିବା ସମୟରେ ଶ୍ରୀଜିଉଙ୍କ ଏକ ଫୋଟ ଚିତ୍ରକୁ ଉପଢୌକନ ଭାବରେ ଉପରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି

ରାଜ୍ୟର ଏହି ୨ ସ୍ଥାନକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଘୋଷଣା

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଗାଁକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଘୋଷଣା କରାଯାଇଛି। ଫୁଲବାଣୀ