Odia News Portal
Browsing Tag

crime news odisha

ରଜନୀକାନ୍ତଙ୍କୁ ସମ୍ମାନଜନକ ‘ଦାଦାସାହେବ ଫାଲ୍‌କେ ପୁରସ୍କାର’

ନୂଆଦିଲ୍ଲୀ: ସାଉଥ୍ ସୁପର୍‌ଷ୍ଟାର୍‌ ରଜନୀକାନ୍ତଙ୍କୁ ଏ ବର୍ଷର ସମ୍ମାନଜନକ ‘ଦାଦାସାହେବ ଫାଲ୍‌କେ ପୁରସ୍କାର’ ପ୍ରଦାନ କରାଯିବ ବୋଲି ଆଜି କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡ଼େକର ଘୋଷଣା କରିଛନ୍ତି । ଭାରତୀୟ ଚଳଚ୍ଚିତ୍ରର ଜନକ ଧୁନ୍ଦିରାଜ୍‌ ଗୋବିନ୍ଦ ଫାଲ୍‌କେଙ୍କ ନାମରେ ନାମିତ ଏହି

ରାଜ୍ୟରେ କମିବକି ବିଜୁଳି ଦର ?

ଭୁବନେଶ୍ୱର: ବିଜୁଳି ଦର ବୃଦ୍ଧି ପ୍ରସଙ୍ଗରେ ବିବୃତି ରଖିଲେ ଶକ୍ତି ମନ୍ତ୍ରୀ | ବିଧାନସଭାରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିବୃତି | ଓଇଆରସିରେ ଆବେଦନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର |ତେବେ ବିଜୁଳି ଦର ବୃଦ୍ଧି ନେଇ ଆଜି ଅଚଳ ହୋଇଥିଲା ବିଧାନସଭା |ଆଜି ଉଭୟ