Odia News Portal
Browsing Tag

crime news odisha

ଭାରତ ଆମର ପ୍ରକୃତ ବନ୍ଧୁ :- ଶେଖ ହସିନା

ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି।ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ ଯୁଦ୍ଧ ହେତୁ…

Disney କରିବ ୪ ହଜାର କର୍ମଚାରୀଙ୍କ ଛଟେଇ: ଚିହ୍ନଟ କରିବା ପାଇଁ ମ୍ୟାନେଜରଙ୍କୁ ନିର୍ଦ୍ଦେଶ

ମନୋରଞ୍ଜନ କ୍ଷେତ୍ରରେ ଖୁବ ନାଁ କମାଇଥିବା ଡିସନି କର୍ମଚାରୀଙ୍କ ଉପରେ ନେଇଛି ଏକ ବଡ ପଦକ୍ଷପ । ନିଜର କର୍ମଚାରୀ କ୍ଷମତାରେ ହ୍ରାସ କରିବା ନେଇ ନିଷ୍ପତ୍ତି ନେଇଛି କମ୍ପାନୀ । ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମଧ୍ୟରୁ ୪ ହଜାର କର୍ମଚାରୀଙ୍କୁ ଛଟେଇ କରିବା ପାଇଁ କମ୍ପାନୀର ଯୋଜନା ରହିଛି…

ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ

ଦ୍ୱିତୀୟ ଦିନିକିଆରେ ଏକତରଫା ଭାବରେ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ । ଭାରତ ଦେଇଥିବା ୧୧୮ ରନର ଚୋଟ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ପୂରଣ କରିଥିବା ବେଳେ ଏହି ମ୍ୟାଚକୁ ୧୦ ୱିକେଟରେ ଦଳ ଜିତି ନେଇଛି । ତେବେ ଅଷ୍ଟ୍ରେଲିଆର ଦୁଇ ଓପନର ଟ୍ରାଭିସ ହେଡ ଏବଂ ମିଚେଲ ମାର୍ଶଙ୍କ ଦମଦାର ଅର୍ଦ୍ଧଶତକ…

ବଡଦାଣ୍ଡ ଲହୁଲୁହାଣ

ଶନିବାର ସକାଳେ ପୁରୀ ବଡଦାଣ୍ଡରେ ଲହୁଲୁହାଣ ପରିସ୍ଥିତି ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ଜଣ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ବାଦାଦନ୍ଦା ବଜାରର ଖଦିପଡା ମେଲାନାରେ ହୋଇଥିବା ଆକ୍ରମଣରେ ପ୍ରାୟ ତିନି ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

ଯୁବତୀଙ୍କୁ ଜିମ ମାଲିକଙ୍କ ଦୁଷ୍କର୍ମ ଅଭିଯୋଗ, ପୋଲିସର ତନାଘନା

କଟକ ସହରରେ ଚାଞ୍ଚଲ୍ୟ। ଜିମ୍‌‌ ଭିତରେ ଜଣେ ଯୁବତୀଙ୍କୁ ଜିମ ମାଲିକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନର୍ଜି ଡ୍ରିଙ୍କ୍‌‌ସରେ ନିଶା ଦେଇ ଯୁବତୀଙ୍କୁ ଜିମ୍‌‌ ଭିତରେ ହିଁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଫଟୋ ଭାଇରାଲ କରିଦେବାର ଧମକ ଦେବା ସହିତ ବର୍ଷେ ହେବ ଯୁବତୀଙ୍କୁ ଜିମ ମାଲିକ…

ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ଅନ୍‌ଲାଇନରେ ଲିକ୍‌

ଅଭିନେତା ରଣବୀର କପୁର ଏବଂ ଶ୍ରଦ୍ଧା କପୁରଙ୍କ ଅଭିନୀତ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ବୁଧବାର ପରଦାରେ ମୁକ୍ତିଲାଭ କରିଛି। ଗୀତ ଏବଂ ଟ୍ରେଲର ଦେଖି ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ବହୁତ ଉତ୍ସାହ ଦେଖିବାକୁ ମିଳିଥିଲା। ରିଲିଜ୍‌ ପୂର୍ବରୁ ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ହୋଇଥିଲା।…

ମହିଳାଙ୍କୁ ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ

ଏସିଡ୍ ଆକ୍ରମଣ ଘଟଣାରେ ୪ ଗିରଫ । ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ଝାରସୁଗୁଡ଼ା ପୋଲିସ । ଗତ ୭ ତାରିଖ ଦିନ ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକ କାଦୋବାହାଲ ଜଙ୍ଗଲରେ ମୋହିନୀ ବାଗଙ୍କୁ ଏସିଡ ଆକ୍ରମଣ ହୋଇଥିଲା ।ଖବର ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକର ଅର୍ଡା ସରକାରୀ…

ମାକୁ କଟୁରୀରେ ହାଣି ମାରିଲା ପୁଅ

ଯାଜପୁରରେ ଉନ୍ମତ୍ତ କାଣ୍ଡ । ପାରିବାରିକ କଳହର କରୁଣ ପରିଣତି । ମାକୁ କଟୁରୀରେ ହାଣି ମାରିଲା ପୁଅ । ଯାଜପୁର ବିଂଝାରପୁର ବୀନ୍ଧାଣି ଗାଁରେ ପାରିବାରିକ କଳହରୁ ଏପରି ହତ୍ୟାକାଣ୍ଡ ଘଟିଥିବାର ଦେଖାଦେଇକ୍ତି । ଅଭିଯୁକ୍ତ ପୁଅ ଥାନାରେ ଅଟକ ଥିବା ସୂଚନା ମିଳିଛି ।

ବ୍ରାଉନସୁଗାର ଜବତ, ଜଣେ ଗିରଫ

କେନ୍ଦୁଝର ଜିଲ୍ଲାରେ ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ତେବେ ଏନେଇ ପୂର୍ବରୁ ଅନେକ ଅଭିଯୋଗ ହୋଇଆସୁଥିଲେ ମଧ୍ଯ ପୋଲିସ ଏନେଇ କୌଣସି ଟେରି ପାଉନଥିଲା । ସୂଚନା ଅନୁଯାୟୀ, ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଓରାଳି ବଜାରରେ ବ୍ରାଉନସୁଗାର ବେପାର ହେଉଥିବା ନେଇ ଅବକାରୀ…

+୨ ଛାତ୍ରୀଙ୍କ ଗଳା କାଟିଲା ଯୁବକ

ଗୁଣପୁର +୨ ଛାତ୍ରୀଙ୍କ ଗଳା କାଟିଲା ଯୁବକ । ପରୀକ୍ଷା ଦେଇ ବାହାରିଲାବେଳେ ଗଳା କାଟିଦେଲା ଯୁବକ । ଦୌପଦୀ କଲେଜ ନିକଟରେ ଛାତ୍ରୀଙ୍କ ଗଳା କାଟିଲା ଯୁବକ । ଗୁରୁତର ଛାତ୍ରୀ ବ୍ରହ୍ମପୁର ସ୍ଥାନାନ୍ତର । ଯୁବକ ପୋଲିସ ଦ୍ୱାରା ଅଟକ ।