Odia News Portal
Browsing Tag

crime news odisha

୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ରଙ୍ଗର ପର୍ବ ହୋଲିରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ବର: ଆଜି ରଙ୍ଗର ପର୍ବ ହୋଲି । ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।ତେବେ ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।