ବ୍ରାଉନସୁଗାର ଜବତ, ଜଣେ ଗିରଫ
କେନ୍ଦୁଝର ଜିଲ୍ଲାରେ ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ତେବେ ଏନେଇ ପୂର୍ବରୁ ଅନେକ ଅଭିଯୋଗ ହୋଇଆସୁଥିଲେ ମଧ୍ଯ ପୋଲିସ ଏନେଇ କୌଣସି ଟେରି ପାଉନଥିଲା ।
ସୂଚନା ଅନୁଯାୟୀ, ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଓରାଳି ବଜାରରେ ବ୍ରାଉନସୁଗାର ବେପାର ହେଉଥିବା ନେଇ ଅବକାରୀ!-->!-->!-->…