Odia News Portal
Browsing Tag

crime news odisha

ରାଜଧାନୀରେ ଗନ୍ ପଏଣ୍ଟରେ ଗଣଦୁଷ୍କର୍ମ

ଭୁବନେଶ୍ୱର: ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣଦୁଷ୍କର୍ମ | ଘଟଣାଟି ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ୪ଜଣ ବ୍ୟକ୍ତି ଜଣେ ମହିଳାଙ୍କୁ କାର୍‌ରେ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ସଂପୃକ୍ତ ମହିଳାଙ୍କ

ଏନଆଇଟି ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି

ରାଉରକେଲା: ରାଉରକେଲାରେ ପହଁଚଛନ୍ତି ରାଷ୍ଟ୍ରପତି । ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ପହଁଚିବା ପରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ସେଠାରୁ ରାଉରକେଲା ଗସ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର

ଗ୍ୟାସ୍ ଟ୍ୟାଙ୍କର ସହ ଆମ୍ୱୁଲାନ୍ସ ମୁହାଁମୁହିଁ ଧକ୍କା, ୪ ମୃତ

ଅନୁଗୁଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନୁଗୁଳ ଜରପଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ,ସମ୍ବଲପୁରରୁ

ଡ୍ରାଇଭରକୁ ପିଟି ପିଟି ମାରିଦେଲେ

ବ୍ରହ୍ମପୁର: ଡ୍ରାଇଭରକୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି ସମ୍ବେଦନଶୀଳ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ଟିପ୍ପର ଧକ୍କାରେ ବାଇ୍ ଆରୋହୀଙ୍କ ମୃତ୍ୟୁକୁ କେନ୍ଦ୍ରକରି ସ୍ଥାନୀୟ ଲୋକମାନେ ଆଇନକୁ ହାତକୁ ନେଇଯାଇଛନ୍ତି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି

ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ଯାତ୍ରାକୁ ମିଳିଲା ଅନୁମତି

ବ୍ରହ୍ମପୁର: ଚଳିତ ବର୍ଷ ହେବ ବ୍ରହ୍ମପୁର ବୁଢୀ ଠାକୁରାଣୀଙ୍କ ଯାତ୍ରା । ଏନେଇ ଅନୁମତି ଦେଇଛନ୍ତି ବିଇଏମସି କମିଶନର ଡା.ସିଦ୍ଧେଶ୍ୱର ବଳିରାମ ବୋନ୍ଦର । ଏନେଇ ସେ ଟ୍ୱିଟ୍ ଯୋଗେ ଅବଗତ କରାଇଛନ୍ତି । ତେବେ ୭ ଦିନ ଧରି ଏହି ଯାତ୍ରା କରିବାକୁ ଅନୁମତି ଦେଇଛି ପ୍ରଶାସନ । କୋଭିଡ୍ ଗାଇଡଲାଇନ୍

ରାଜଭବନରେ ପହଁଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର : ତିନି ଦିନିଆ ଗସ୍ତରେ ଆସି ଆଜି ସଂଧ୍ୟାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେପହଞ୍ଚିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ବିମାନବନ୍ଦରରେ ରାଜ୍ୟପାଳ ଗଣେଶିଲାଲ, ମୁଖ୍ୟମନ୍ତ୍ରୀ

ଆଗକୁ ଚେକିଂ, ଚଢ଼ାଉ ଜୋରଦାର

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କ୍ରମଶଃ କାୟା ମେଲାଉଛି । ଅନ୍ୟପକ୍ଷରେ ଦେଶର ମହାରାଷ୍ଟ୍ର ଭଳି କିଛି ରାଜ୍ୟରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ମଧ୍ୟ ଆରମ୍ଭ ହେଲାଣି । ତେଣୁ ସଂକ୍ରମଣ ରୋକିବାକୁ ଆଗକୁ ଚେକିଂ ଏବଂ ଚଢ଼ାଉ ଜୋରଦାର ହେବ ବୋଲି କହିଛନ୍ତି ଏସଆରସି ପ୍ରଦୀପ୍ତ ଜେନା ।