Odia News Portal
Browsing Tag

crime news odisha

ବନ୍ଧୁକ ଦେଖାଇ ୨୧ ଲକ୍ଷ ଟଙ୍କା ଲୁଟ୍

ସୁବର୍ଣ୍ଣପୁର: ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟ୍। ଏଟିଏମ୍‌ରେ ଟଙ୍କା ଭରିବାକୁ ଯିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ। ବାଘଲପୁର ଛକ ନିକଟରେ ଏହି ଲୁଟ୍ ଘଟଣା ଘଟିଛି । ୩ ଟି ବାଇକରେ ଆସିଥିବା ୬ ଜଣ ଲୁଟେରା ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିବା

ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେଡି

ଭୁବନେଶ୍ୱର: ଲଗାତାର ୫ ଦିନ ହେଲା ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରୁଛନ୍ତି ବିରୋଧୀ । ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରୁଛନ୍ତି ବାଚସ୍ପତି । ଆଜି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ବିରୋଧୀ ମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ

କ୍ଷମା ଜିଦରେ ଅଚଳ ଗୃହ,୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ମଧ୍ୟ ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବି ହୋଇଥିବା ସମୟରେ

ପଞ୍ଚମ ଦିନ ଗୃହ ଅଚଳ,ଦିନ ୧୨ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ବି ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି । ମଣ୍ଡି

କୋଭିଡ୍ ଟିକା ନେବେ ଶ୍ରୀମନ୍ଦିରର ସେବାୟତ

ପୁରୀ: ଆଜିଠୁ କୋଭିଡ୍ ଟିକା ଗ୍ରହଣ କରିବେ ପୁରୀ ଶ୍ରୀମନ୍ଦିରର ସେବାୟତ। ଲୋକନାଥ ରୋଡ୍ ପ୍ରତିହାରୀ ନିଯୋଗ ବୈଠକ ଘରେ ଶିବିରର ଆୟୋଜନ କରାଯିବ। ସକାଳ ୧୦ଟାରୁ ଅପରାହ୍ନ ୫ଟା ଯାଏଁ ହେବ ଟିକାକରଣ। ଦୈନିକ ଶହେ ଜଣଙ୍କୁ ଟିକା ଦିଆଯିବ। ୬୦ ବର୍ଷରୁ ଅଧିକ ବୟସ୍କ ସେବାୟତ ପ୍ରଥମେ ଟିକା ନେବେ।

ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଛି କରୋନା ମହାମାରୀ ଭୟ ।ଧୀରେ ଧୀରେ ଅବସ୍ଥା ନିୟନ୍ତ୍ରଣ ବାହାରକୁ ଯାଉଛି । ଏହାକୁ ଦେଖି କିଛି ରାଜ୍ୟରେ ଲକଡାଉନ, ସଟଡାଉନ ଓ ରାତ୍ରୀକାଳୀନ କର୍ଫ୍ୟୁ ମଧ୍ୟ ଆରମ୍ଭ ହୋଇଛି । ରାଜ୍ୟ ଓ ଜିଲ୍ଲା ପ୍ରଶାସନ କଡ଼ା ନିୟମ ଲାଗୁ କରି ଦେଇଥିବା ବେଳେ ଟିକାକରଣକୁ

ଏଠି ଶୋଷ ମେଣ୍ଟାଉ ଥିବା ପାଣି ପାଇଁ ଲଟେରୀ

ଗଞ୍ଜାମ: ଗ୍ରୀଷ୍ମ ଋତୁ ପୂର୍ବରୁ ଦେଖାଦେଲାଣି ପାଣି ସଙ୍କଟ। ପାଣି ନେବା ପାଇଁ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଲୋକ । ତେବେ ଗଞ୍ଜାମରେ ପାଣି ସମସ୍ୟାର ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି । ଏଠି ପାଣି ପାଇଁ ପଡୁଛି ଲଟେରୀ। ଆଉ ଯାହାର ନମ୍ୱର ଆଗେ ଆସିବ, ସିଏ ପ୍ରଥମେ ନେବ ପାଣି।

‘ସବୁ ବ୍ୟାଙ୍କର ହେବନି ଘରୋଇକରଣ’

ନୂଆଦିଲ୍ଲୀ: ଦେଶର ସବୁ ବ୍ୟାଙ୍କ ଗୁଡିକର ଘରୋଇକରଣ କରାଯିବ ନାହିଁ କହିଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । ଯଦି କେଉଁ ବ୍ୟାଙ୍କ ଗୁଡିକର ଘରୋଇକରଣ କରାଯିବ ତାହେଲେ ସେହି ବ୍ୟାଙ୍କର କର୍ମଚାରୀ ମାନଙ୍କର ସ୍ୱାର୍ଥକୁ ପ୍ରାଧାନ୍ୟ ଦିଆଯିବ । ବଜେଟ୍ ସମୟରେ ସରକାର ଦୁଇଟି

ଶ୍ରୀମନ୍ଦିରରେ ପଡ଼ି ବଙ୍ଗୀୟ ପର୍ଯ୍ୟଟକ ଆହତ

ପୁରୀ: ଆଜି ଶ୍ରୀମନ୍ଦିରରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ପଡି ଯିବାରୁ ତାଙ୍କ ନାକ ଫାଟିଯାଇଛି |ତେବେ ଏହି ସମୟରେ ପୋଲିସ କର୍ମଚାରୀ ମାନବିକତା ଦେଖାଇଛନ୍ତି | ପୋଲିସ ବିଭାଗର ଜଣେ ହାବିଲଦାର ଏବଂ ଦୁଇଜଣ କନଷ୍ଟେବଳ ରକ୍ତାକ୍ତ ଅବସ୍ଥାରେ ବରିଷ୍ଠ ନାଗରିକ ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ