Odia News Portal
Browsing Tag

crime news odisha

‘ମାନସିକ ଭାରସାମ୍ୟ ହରାଇ ବସିଲେଣି ଲେଖାଶ୍ରୀ’: ବିଜେଡ଼ି

ଭୁବନେଶ୍ବର: ବିଧାନସଭାରେ ବିଧାୟକଙ୍କ ସାନିଟାଇଜର ପିଇବା ଘଟଣାରେ ବିଜେପିକୁ ଖୁଲମଖୁଲା ଟାର୍ଗେଟ କରିଛି ବିଜେଡି । ବିଜେଡି ପାନେଲିଷ୍ଟ ଇପ୍ସିସା ସାହୁ କହିଛନ୍ତି, ବିଜେପି ବିଧାୟକ ବିଧାନସଭାରେ ଯେଉଁ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛନ୍ତି ସେଥିପାଇଁ ଦଳର ଜଣେ ବରିଷ୍ଠ ନେତ୍ରୀ ମତ ରଖିବା

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ଜୟନ୍ତୀ ପାଳନ

ଭୁବନେଶ୍ବର: ବିଜୁ ବାବୁଙ୍କର ବ୍ୟକ୍ତିତ୍ବର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା – ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ।ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ।

ପୁରୀ ବସଷ୍ଟାଣ୍ଡରେ ନିଆଁ, ଜଳିଗଲା ୩ ବସ୍

ପୁରୀ: ପୁରୀ ବସଷ୍ଟାଣ୍ଡରେ ଲାଗିଲା ନିଆଁ । ସୋମବାର ପୁରୀ ବସ ଷ୍ଟାଣ୍ଡରେ ଠିଆ ହୋଇଥିବା ଦୁଇଟି ବସରେ ହଠାତ୍ କୌଣସି କାରଣରୁ ନିଆଁ ଲାଗିଯାଇଛି । ତେବେ ଏଥିରେ କୌଣସି ଯାତ୍ରୀଙ୍କ ଜୀବନ ଉପରେ ବିପଦ ଆସିନଥିବା ସୂଚନା ମିଳିଛି । ବସଷ୍ଟାଣ୍ଡରେ ବସଗୁଡିକ ଖାଲି ଛିଡା ହୋଇଥିଲା । ଏହି ସମୟରେ

ଟ୍ରଲର ମାଲିକଙ୍କୁ ଗୁଳିମାରି ହତ୍ୟା

ବାଲେଶ୍ୱର: ବାଲେଶ୍ୱର ବଳରାମଗଡ଼ିରେ ଟ୍ରଲର ମାଲିକଙ୍କୁ ଗୁଳିମାରି ହତ୍ୟା । ବ୍ୟବସାୟିକ ଶତ୍ରୁତାରୁ ଗୁଳିମାଡ଼ କରାଯାଇଥିବା ସୂଚନା । ମୃତ ଟ୍ରଲର ମାଲିକଙ୍କ ନାମ ବିଜୟ ପ୍ରଧାନ । ବିଜୟ ‘ଦୀପା ତାରିଣୀ’ ଟ୍ରଲରର ମାଲିକ । ଗୁଳିମାଡ କରିଥିବା ଦୁର୍ବୃତ୍ତଙ୍କ ସମ୍ପର୍କରେ ଏବେ ସୁଦ୍ଧା କୌଣସି

୧୯୪୩ ଲୋକଙ୍କ ପାଇଁ ଜଣେ ଡାକ୍ତର

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତର ରଖି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ତେବେ ରାଜ୍ୟର ଲୋକସଂଖ୍ୟା ଦୃଷ୍ଟିରୁ ୧୯୪୩ ଲୋକଙ୍କ ପିଛା ଜଣେ ଡାକ୍ତର ଥିବା ଏହି ଲିଖିତ ଉତ୍ତରରେ କୁହାଯାଇଛି । ତେବେ ନିୟମ ଅନୁସାରେ

ସଞ୍ଜନାଙ୍କ ବଲରେ କ୍ଲିନ୍ ବୋଲ୍ଡ ହେଲେ ବୁମରା

ଗୋଆ: ସବୁ ଚର୍ଚ୍ଚା ଉପରେ ଆଜି ପୂର୍ଣ୍ଣଚ୍ଛେଦ ପକାଇ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା । ଶେଷରେ ବୁମ୍ରା ୨୦୧୪ ମିସ୍‌ ଇଣ୍ଡିଆ ଫାଇନାଲିଷ୍ଟ ତଥା ସ୍ପୋର୍ଟସ ଆଙ୍କର ସଞ୍ଜନା ଗାନେସାନଙ୍କୁ ବିବାହ କରିଛନ୍ତି। ଆଜି ଗୋଆରେ ଏହି ବିବାହ