Odia News Portal
Browsing Tag

crime news odisha

ନିୟମ ଉଲ୍ଲଙ୍ଘନ କଲେ ବନ୍ଦ ହେବ ମନ୍ଦିର

ଭୁବନେଶ୍ୱର: ମହା ଶିବରାତ୍ରୀକୁ ନଜରରେ ରଖି ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ବରେ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ତେବେ ମନ୍ଦିରରେ କୋଭିଡ୍ ଗାଇଡ୍ ଲାଇନ୍ ଉଲଂଘନ କଲେ ବନ୍ଦ ହେବ ମନ୍ଦିର । ଭକ୍ତମାନଙ୍କ ଗାଡିଗୁଡିକ ପାର୍କିଂ ପାଇଁ ତିନୋଟି ସ୍ଥାନରେ ବ୍ୟବସ୍ଥା ରହିଛି ।

ଶିମିଳିପାଳ ସ୍ଥିତି ପରଖିଲେ ପ୍ରଣବ

ମୟୁରଭଞ୍ଜ: ଜଙ୍ଗଲର ନିଆଁ ସ୍ଥିତି ପରଖିବା ପାଇଁ ଶିମିଳିପାଳରେ ପହଁଚିଲେ ବିଜେଡି ସଂଗଠନ ସଂପାଦକ । ଏନେଇ ଗତକାଲି ଟ୍ୱିଟ କରି ସୂଚନା ଦେଇଥିଲେ ପ୍ରଣବ ପ୍ରକାଶ ଦାସ । ଶିମିଳିପାଳ ଉପ ନିର୍ଦ୍ଦେଶକଙ୍କ ସହ ଆଲୋଚନା ପରେ ବିଭିନ୍ନ ଅଞ୍ଚଳ ବୁଲିବେ ପ୍ରଣବ ପ୍ରକାଶ ଦାସ । ତାଙ୍କ ସହ ରାଜ୍ୟସଭା

ମମତାଙ୍କ ଆଶୁଆରୋଗ୍ୟ କାମନା କଲେ ନବୀନ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହସ୍ପିଟାଲରେ ଚିକିତ୍ସିତ ଥିବା ନେଇ ଚିନ୍ତା ପ୍ରକଟ କରିଛନ୍ତି ନବୀନ । ସେହିପରି ମମତାଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିବା ନେଇ ଟ୍ୱିଟ କରି ସୂଚନା

ସୁନା ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ୫ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୋଲିସ କୁ ବଡ଼ ସଫଳତା । ସୁନ୍ଦରଗଡ଼ରେ ଗତ ୧ ତାରିଖରେ ଘଟିଥିବା ବହୁ ଚର୍ଚ୍ଚିତ ଲୁଟ୍ ଓ ହତ୍ୟା ଘଟଣାର ପର୍ଦ୍ଦାଫାସ ହୋଇଛି । ଲୁଟ୍‌ ଓ ହତ୍ୟା ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି ସୁନ୍ଦରଗଡ଼ ପୋଲିସ । ଘଟଣା ପରଠୁ ସୁନ୍ଦରଗଡ଼ ଏସପି ସାଗରିକା

ଏନଡିଏ ଟପ୍ପର ଓଡ଼ିଆ ପୁଅ ରୋନିତ୍ ରଞ୍ଜନ

ଭଦ୍ରକ: ସର୍ବଭାରତୀୟ ସ୍ତରରେ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ରୋନିତ୍ ରଞ୍ଜନ ନାୟକ । ସର୍ବ ଭାରତୀୟ ଏନଡିଏ (ନ୍ୟାସନାଲ ଡିଫେନ୍ସ ଏକାଡେମୀ) ପରୀକ୍ଷାରେ ସେ ଟପ୍ପର୍ ହୋଇଛନ୍ତି । ସମସ୍ତଙ୍କୁ ପଛରେ ପକାଇ ଓଡ଼ିଆ ପୁଅ ନମ୍ବର ୱାନ୍ ହୋଇଥିବା ଜଣାପଡ଼ିଛି ।

ନନ୍ଦୀଗ୍ରାମରେ ଦିଦିଙ୍କ ଉପରେ ଆକ୍ରମଣ

କଲିକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆକ୍ରମଣ । ନିର୍ବାଚନ ପ୍ରଚାର ବେଳେ ଆଜି ମମତା ବାନାର୍ଜୀ ଆହତ ହୋଇଛନ୍ତି । ତାଙ୍କ ଗୋଡରେ ଆଘାତ ଲାଗିଥିବାବେଳେ ଏହା ପଛରେ ବିରୋଧୀଙ୍କ ଷଡଯନ୍ତ୍ର ରହିଛି ବୋଲି ମମତା ସାଙ୍ଘାତିକ ଅଭିଯୋଗ କରିଛନ୍ତି । ତେବେ କିଛି ଯୁବକ ଜାଣିଶୁଣି

ରାଜ୍ୟରେ ବନ କର୍ମଚାରୀଙ୍କ ଛୁଟି ବାତିଲ୍

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗର ବଡ ଘୋଷଣା । ରାଜ୍ୟର ସମସ୍ତ ଡିଭିଜନର ବନ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିବା ସ୍ଥିତିକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି

ପ୍ରକୃତି ହିଁ ସାଜିଲା ପ୍ରକୃତି ପାଇଁ ବରଦାନ

ମୟୁରଭଞ୍ଜ: ଶିମିଳିପାଳ ନିଆଁକୁ ଶାନ୍ତ କଲା ବର୍ଷା |ଶିମିଳିପାଳ ଉପରେ ଅଗ୍ନିଦେବଙ୍କ କୋପ ପରେ ହୋଇଛି ଇନ୍ଦ୍ରଦେବଙ୍କ କୃପା | ଆଜି ଶିମିଳିପାଳର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଛି । ପିଠାବଟା ରେଞ୍ଜର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହୋଇଛି । ଯାହା ଫଳରେ ଶିମିଳିପାଳ ନିଆଁ