ସରିଲା ଗୋପାଳର ନାର୍କୋ ଟେଷ୍ଟ,ସମସ୍ତ ରିପୋର୍ଟ ଏକସଙ୍ଗରେ କରାଯିବ ତଜର୍ମା
ସରିଲା ଗୋପାଳର ନାର୍କୋ ଟେଷ୍ଟ । ଆଜି ଓଡ଼ିଶା ଫେରିବ ଗୋପାଳ । ବିମାନ ଯୋଗେ ଗୋପାଳକୁ ଝାରସୁଗୁଡ଼ା ଅଣାଯିବ । ଆସନ୍ତାକାଲି ତାଙ୍କୁ ଝାରସୁଗୁଡା କୋର୍ଟରେ ହଜାର କରାଯିବ । ଗୁଜରାଟ ଗାନ୍ଧୀନଗର ଡିଏଫଏସରେ ଗୋପାଳର ପଲିଗ୍ରାଫ ଟେଷ୍ଟ ଓ ଦୁଇ ଦିନ ଧରି ନାର୍କୋ ଟେଷ୍ଟ କରାଯାଇଥିଲା । ନାର୍କୋ!-->…
