ବିଜୁବାବୁଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ସାଇକେଲ ଶୋଭାଯାତ୍ରା
ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତି ମୂର୍ତ୍ତି ପର୍ଯ୍ୟନ୍ତ ଏକ ବିଶାଳ ସାଇକେଲ ଯାତ୍ରାର ଆୟୋଜନ!-->…