Odia News Portal
Browsing Tag

crime news odisha

କର୍ଲାପାଟରେ ହାତୀ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

କଳାହାଣ୍ଡି: କର୍ଲାପାଟ ଅଭୟାରଣ୍ୟରେ ଥମୁନି ହାତୀ ମଡ଼କ | କର୍ଲାପାଟରେ ଏବେ ହାତୀ ମୃତ୍ୟୁ ସଂଖ୍ୟା ୭ କୁ ପହଞ୍ଚିଛି । ଶନିବାର ଘୁଷୁରୀଗୁଡି ନାଳ ନିକଟରୁ ଆଉ ଏକ ହାତୀ ଛୁଆର ମୃତ ଦେହ ଠାବ କରାଯାଇଛି। କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର କେନ୍ଦ୍ରୀୟ ଟିମ୍ ଅଭୟାରଣ୍ୟରେ ଅନୁଧ୍ୟାନ

ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବନି: ଡ଼ିଏମଇଟି

ଭୁବନେଶ୍ୱର: ମହାରାଷ୍ଟ୍ରରେ କରୋନା ସ୍ଥିତି ଜଟିଳ ହେବା ପରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଲେ ଡ଼ିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବର୍ତମାନ ସ୍ଥିତିରେ ଦୈନିକ ସଂକ୍ରମଣ ନେଇ ଲକଡ଼ାଉନ୍ କଥା ନାହିଁ । ହେଲେ ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ମହାରାଷ୍ଟ୍ର ଓ

ସଂରକ୍ଷଣ ନକଲେ ଇତିହାସ କ୍ଷମା ଦେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡ଼ା ମନ୍ତବ୍ୟ | ନୀତି ଆୟୋଗର ଷଷ୍ଠ ବୈଠକରେ ଯୋଗଦେଇ କଡା ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି- ଗଣତନ୍ତ୍ରରେ ନିର୍ବାଚନର ଆବଶ୍ୟକତା ରହିଛି । ହେଲେ ନିର୍ବାଚିତ ହେବାପରେ ସରକାର ଦଳମତ ନିର୍ବିଶେଷରେ ଲୋକଙ୍କ ହିତ

ପୁରୀ ବାସେଳୀ ସାହି ଲୁଟ୍: ୨ ଅଭିଯୁକ୍ତ ଗିରଫ

ପୁରୀ: ଘରେ ପଶି କଳାକନା ବୁଲାଇବା ଘଟଣାରେ ପୋଲିସ ହାତରେ ଧରା ପଡ଼ିଛନ୍ତି ୨ ଅଭିଯୁକ୍ତ |ପୁରୀରେ ସୁନା ଅଳଙ୍କାର ଓ ମୋବାଇଲ ଆଦି ଲୁଟ ଘଟଣାରେ ବାସେଳି ସାହି ଥାନା ପୋଲିସ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି। ତେବେ ଗିରଫ ଦୁଇ ଅଭିଯୁକ୍ତ ହେଲେ ବାସେଳୀ ସାହି ଥାନା ନୋଳିଆ ସାହିର ଦୀପକ

ଗୃହରେ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ…

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ |ତେବେ ଆଜି ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଚଳିତବର୍ଷ ୫୫.୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି । ଚଳିତବର୍ଷ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଥିବା ନେଇ

ଓସ୍କାର ଦୌଡ଼ରେ ‘କାଲିର ଅତୀତ’

ଭୁବନେଶ୍ୱର: ଓଡିଆ ଚଳଚ୍ଚିତ୍ର ‘କାଲିର ଅତୀତ' ଶ୍ରେଷ୍ଠ ଚିତ୍ର, ଶ୍ରେଷ୍ଠ ଅଭିନେତା ଏବଂ ଶ୍ରେଷ୍ଠ ନିର୍ଦ୍ଦେଶକ ପାଇଁ ସାଧାରଣ ପ୍ରବେଶ ବର୍ଗରେ ଓସ୍କାର ଦୌଡ଼ରେ ପ୍ରବେଶ କରିଛି | ଏହି ସିନେମାର ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡା ଏନେଇ ସୂଚନା ପ୍ରଦାନ କରିଛନ୍ତି।

ଆଶିଷ ସିଂଙ୍କୁ ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର: ଆଇପିଏସ ଆଶିଷ କୁମାର ସିଂଙ୍କୁ ଓଡିଶାର ଅବକାରୀ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନ କଟକର ପୋଲିସ୍ ଡିଆଇଜି ଭାବରେ କାର୍ଯ୍ୟ କରୁଥିବା ସିଂ ଏହି ପଦ ପାଇଁ ଅଞ୍ଜନ କୁମାର ମାଣିକଙ୍କ ସ୍ଥାନ ନେବେ। ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ

ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା

ଭୁବନେଶ୍ୱର: ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା । ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ନିଜ ହଟ୍ଟଗୋଳ ଜାରି ରଖିଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । ବୈଠକ ପରେ ସମବାୟ ମନ୍ତ୍ରୀଙ୍କୁ ଆସନ୍ତାକାଲି ଗୃହରେ ବିବୃତ୍ତି ରଖିବାକୁ

ମୟୂରଭଞ୍ଜ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ମଧ୍ୟରୁ ୪ଜଣ ଓଡିଶାର ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ । ମୃତକଙ୍କ

ବାଇ-ଲ ବିନା ଐତିହ୍ୟ ବିକାଶ ଅଧୁରା….

ଭୁବନେଶ୍ୱର: ନିଜ ମତରେ ଅଟଳ ସାଂସଦ ଅପରାଜିତା ଷଡଙ୍ଗୀ । ଆଜି ଟ୍ୱିଟକରି ଅପରାଜିତା ଲେଖିଛନ୍ତି, ଐତିହ୍ୟ କ୍ଷେତ୍ରର ବିକାଶ ହେବା ଉଚିତ୍ । କିନ୍ତୁ ବାଇ-ଲକୁ ଏଡାଇ ଏଭଳି ବିକାଶ ହେବା ଉଚିତ ନୁହେଁ । ୧୯୫୮ ଆମସର ଆକ୍ଟ ସବୁ ଆଇନର ଉର୍ଦ୍ଧ୍ବରେ । ତେଣୁ ରାଜ୍ୟ ସରକାର କୌଣସି ବିକାଶମୂଳକ କାମ