Odia News Portal
Browsing Tag

crime news odisha

ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟାରୁ ଲୁହାପଥର ଉତ୍ପାଦନ ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ

ବିଧାନସଭା ନିକଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ପୁଣି ଥରେ ବିଧାନସଭା ନିକଟରେ ଆତ୍ମଦାହ ଉଦ୍ୟମ | ବଜେଟ ଅଧିବେଶନ ଆରମ୍ଭରୁ ପୋଲିସକୁ ଘାରିଥିବା ଆତ୍ମଦାହ ଉଦ୍ୟମ ଭୟ ସତ ହୋଇଛି | ଆଜି ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିବା ସମୟରେ ଫେଲ୍ ମାରିଛି ପୋଲିସର ବିଧାନସଭା ସମ୍ମୁଖରେ ଆତ୍ମଦାହ ଉଦ୍ୟମ ରୋକ୍

ବିଧାନସଭା ଚାରିପଟ ରାସ୍ତା ସିଲ୍

ଭୁବନେଶ୍ୱର: ବିଧାନସଭାରେ ଆରମ୍ଭ ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍‌ ଅଧିବେଶନ। ପ୍ରଥମେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ତେବେ ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି | ଅଧିବେଶନ ପାଇଁ ବିଧାନସଭାର ଚାରିପଟ

ମା’ ସମଲେଶ୍ୱରୀଙ୍କ ପାଇଁ ସମଲେଇ

ଭୁବନେଶ୍ୱର: କୋଟି କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ମା ସମଲେଇ । ମା ଙ୍କ ପବିତ୍ର ପୀଠ ସମ୍ବଲପୁରର ମା ସମଲେଶ୍ୱରୀ ମନ୍ଦିର। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ମାଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ୱପୂର୍ଣ୍ଣ

ଡାକ୍ତରଙ୍କ ଆକାଉଣ୍ଟରୁ ୭୭ ଲକ୍ଷ ଗୋଲ୍

କଟକ: ଟ୍ୱିନ ସିଟିରେ କାୟା ବିସ୍ତାର କରୁଛି ସାଇବର ଠକେଇ | ଡାକ୍ତରଙ୍କ ଆକାଉଣ୍ଟରୁ ପଇସା ଗୋଲ କରିଦେଲେ ସାଇବର ଠକ | କଟକରୁ ଆସିଛି ଏଭଳି ଏକ ସାଙ୍ଘାତିକ ଅଭିଯୋଗ । ଆଉ ଠକେଇର ଶିକାର ହୋଇଛନ୍ତି ଜଣେ ଡାକ୍ତର | ଡା. ସନାତନ ମହାନ୍ତିଙ୍କ ନିକଟରୁ ସାଇବର ଲୁଟେରା ଲୁଟି ନେଇଛନ୍ତି ୭୭ ଲକ୍ଷ

ବେଳାଭୂମି ସୁରକ୍ଷା ପାଇଁ ଗବେଷଣା କେନ୍ଦ୍ର

ଭୁବନେଶ୍ୱର: ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର | ଭୁବନେଶ୍ୱର ସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟରେ ସେଣ୍ଟର୍‌ ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

ଖସିଗଲେ ଘରକୁ ଯିବ ଲଭ୍ ଲେଟର୍

ଭୁବନେଶ୍ୱର: ଏଥର ନିୟମ ଭାଙ୍ଗିଲେ ଅମାନିଆ ଗାଡି ଚାଳକଙ୍କ ପାଖକୁ ଯିବ ପୋଲିସର ଲଭ୍ ଲେଟର୍ । ରାସ୍ତାରେ ଟ୍ରାଫିକ ନିୟମ ଭାଙ୍ଗିଲେ ସବୁ କିଛି ରେକର୍ଡ କରୁଛି ସିସିଟିଭି । ବେପରୁଆ ହୋଇ ଗାଡି ଚଲାଇଲେ ସିଧା ଘରେ ପହଞ୍ଚିବ ଲଭ୍ ଲେଟର୍ ଅର୍ଥାତ ଚାଲାଣ । ଆମ ଲଭ୍‌ ଲେଟରକୁ ଅପେକ୍ଷା କରନ୍ତୁ

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍ ପୋଲିସ୍‌

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା

ଏଥର ରହିବ ପ୍ରଶ୍ନକାଳ ଓ ଶୁନ୍ୟକାଳ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା

ବଜେଟ୍ ପୂର୍ବରୁ ୩ ରାଜନୈତିକ ଦଳର ରଣନୀତି ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ଆରମ୍ଭ ହେବାକୁ ଯାଉଛି ବଜେଟ୍ ଅଧିବେଶନ |ଏଥିପାଇଁ ୩ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯିବ |ଆଜି ଅପରାହ୍ନ ସାଢେ ୫ଟାରେ ବିଜେଡି ବିଧାୟକଙ୍କ ଦ୍ୱାରା ଦଳୀୟ ବୈଠକ ବସିବ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ସୁପ୍ରିମୋ ନବୀନ