ବଜେଟ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା!-->…