ମଦ ବେପାରୀଙ୍କୁ ମାରିଦେଲେ
ଗଞ୍ଜାମ: ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡ଼ିଘାଇ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ । ମିଳିଥିବା ସୂଚନା ଅନୁଯାୟୀ, ମଦ ବ୍ୟବସାୟୀ ବିନାୟକ ପ୍ରଧାନ ଠାକୁରାଣୀ ମନ୍ଦିର ନିକଟରେ ରାତିରେ ଶୋଇଥିଲା ବେଳେ ତାଙ୍କୁ ପଥରରେ!-->…