ରାଜଧାନୀରେ ଗୁଳିମାଡ଼
ଭୁବନେଶ୍ୱର: ଗାଡି ପାର୍କିଂକୁ ନେଇ ରାଜଧାନୀରେ ଫୁଟିଲା ଗୁଳି । ଜାଗମରାରେ ଘଟିଛି ଘଟଣା, ୨ପଡୋଶୀଙ୍କ ମଧ୍ୟରେ ହୋଇଛି ମାରପିଟ । ମିଳିଥିବା ସୂଚନା ମୁତାବକ ଗାଡ଼ି ପାର୍କିଂକୁ ନେଇ ଦୁଇ ପଡୋଶୀଙ୍କ ମଧ୍ୟରେ ମାରପିଟ ହୋଇଥିଲା । ପଡୋଶୀଙ୍କ ମାଡ଼ରେ ଆହତ ହୋଇଥିଲେ ଜଣେ ଯୁବକ । ଉକ୍ତ ଯୁବକ!-->…