ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ଦିନ ଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ । ବୁଦ୍ଧ ନଗର କଦଳୀ ଗୋଦାମ ବସ୍ତିରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । କାର୍ତ୍ତିକ ସାହୁ ନାମକ ଜଣେ ଯୁବକଙ୍କ ହତ୍ୟା କରିଥିବା ସୂଚନା ମିଳିଛି । ପୋଲିସ ଏହି ଘଟଣାରେ ୫ଜଣଙ୍କୁ ଗିରଫ କରିଛି । ଅଧିକ ତଦନ୍ତ!-->…