ବିସ୍ଫୋରଣକାରୀଙ୍କୁ ଫାଶୀ ଦଣ୍ଡାଦେଶ
ପାଟନା: ବିହାର ପାଟନାର ଗାନ୍ଧୀ ମଇଦାନରେ ଆଠ ବର୍ଷ ପୂର୍ବେ ହୋଇଥିବା ବିସ୍ଫୋରଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୯ ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ କୋର୍ଟ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି ଜ୍ଝ ସୋମବାର ଏନଆଇଏ କୋର୍ଟ ହାୟଦର ଅଲି, ନୋମାନ ଅନସାରୀ, ମୁଜିବୁଲ୍ଲା ଅନସାରୀ, ଇମତିଆଜ!-->…