କେଜିଏରୁ ଅଧିକ ବ୍ରାଉନସୁଗାର ଜବତ, ଦଲାଲ ଗିରଫ
ଖୋର୍ଦ୍ଧା: ରାଜ୍ୟରେ ବଢ଼ି ଚାଲିଛି ବ୍ରାଉନସୁଗର ବେପାର। ପ୍ରତିଦିନ ଗିରଫ ହେଉଛନ୍ତି ଦଲାଲ। ପୋଲିସ୍ର ବାରମ୍ବାର କଠୋର କାର୍ଯ୍ୟାନୁଷ୍ଠାନ ପରେ ମଧ୍ୟ ସୁଧୁରୁ ନାହାଁନ୍ତି ବ୍ରାଉନସୁଗର ଦଲାଲ। ଯଦି ଦେଖିବା ଘନ ଅନ୍ଧାରରେ ବଢ଼ିଚାଲିଛି ଏହରି ବେପାର। ତେବେ ବ୍ରାଉନସୁଗର ବେପାରୀଙ୍କ ଉପରେ!-->…