Odia News Portal
Browsing Tag

crime

ଲିଫ୍ଟ ଦେଲେ, ଦୁଷ୍କର୍ମ କଲେ

ମୟୂରଭଞ୍ଜ : ଲିଫ୍ଟ ଦେବା ବାହାନାରେ ଜଣେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଏଭଳି ଲଜ୍ୟାଜନକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଶୁକୃଳି ଅଞ୍ଚଳରେ । ଏପରିକି ବୃଦ୍ଧାଙ୍କୁ ଆକ୍ରମଣ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତକାଲି ଶୁକୃଳି ସାପ୍ତାହିକ ହାଟରୁ ସମ୍ପୃକ୍ତ

ସ୍ତ୍ରୀର ଗଳା କାଟିଲା, ନିଜେ ଆତ୍ମହତ୍ୟା କଲା ସ୍ୱାମୀ

ପୁରୀ: ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀର ଗଳାକାଟି ସ୍ୱାମୀର ଆତ୍ମହତ୍ୟା। ପିପିଲି ତେଇଶପୁର ପଞ୍ଚାୟତ ନିର୍ମଳା ଗାଁରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ସ୍ୱାମୀ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ଗଳା କାଟି ହତ୍ୟା ଉଦ୍ୟମ ପରେ ନିଜେ ରଶି ଲଗାଇ ସ୍ୱାମୀର ଆତ୍ମହତ୍ୟା କରିଛି।

ବନ୍ଧାହେଲେ ମନୀଷଙ୍କ ୩ ସାଙ୍ଗ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ରହସ୍ୟ ଧିରେ ଧିରେ ଖୋଲିବାକୁ ଲାଗିଛି । ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ବନ୍ଧାହେଲେ ୩ ସାଙ୍ଗ । ଘନ ଘନ ଜେରା ପରେ ମନୀଷଙ୍କ ୩ ସାଙ୍ଗକୁ ଗିରଫ କରିଛି କମିଶନରେଟ୍ ପୋଲିସ । ମୃତ୍ୟୁଞ୍ଜୟ ମିଶ୍ର ଓରଫ ମୁନ୍ନା,

ଖାଇବାକୁ ଡାକିଲେ, ଦୁଷ୍କର୍ମ କଲେ

ନୂଆଦିଲ୍ଲୀ: ଲଜ୍ଜା । ପୁଣି ଲଜ୍ଜା । ଥମିବାର ନାଁ ଧରୁନି ଲଜ୍ଜା । ସାମାନ୍ୟ ଦେହର ସୁଖ ଲାଗି ମଣିଷ ପାଲଟି ଯାଉଛି ନରରାକ୍ଷସ । ସମ୍ପର୍କର ମୋହ ମାୟାକୁ ଭୁଲିଯାଇ ଘଟାଉଛି ଅଘଟଣ । ତେବେ ବିଶ୍ୱାସରେ ବିଷ ଦେଇ ଦୁଷ୍କର୍ମ କରିଥିବା ଘଟଣା ନଜରକୁ ଆସିଛି । ଘଣକୁ ଖାଇବାକୁ ଡାକି ଜଣେ ଡାକ୍ତର

ବେଗୁନିଆରେ ଗୁଳିମାଡ଼, ଜଣେ ଗୁରୁତର

ଖୋର୍ଦ୍ଧା: ଦିନକୁ ଦିନ ବଢ଼ିବାରେ ଲାଗିଛି ଅପରାଧ । ଦିନ ଦ୍ୱିପ୍ରହରରେ ଫୁଟିଛି ଗୁଳି । ବେଗୁନିଆରେ ଦିନ ଦ୍ୱିପ୍ରହରରେ ଗୁଳି ଫୁଟିଛି। ପାରିବାରିକ ଗଣ୍ଡଗୋଳକୁ ନେଇ ଏହି ଗୁଳିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗୁଳିକାଣ୍ଡରେ ବିଭୂତି ଭୂଷଣ ଜେନ ନାମକ ଜଣେ ବ୍ୟକ୍ତି ଗୁରୁତର

ମନୀଷ ମୃତ୍ୟୁକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା । କେମିତି ହେଲା ତାଙ୍କର ମୃତ୍ୟୁ । କିଏ ମାରିଲା? କାହିଁକି ମାରିଲା? ଏଭଳି ଅନେକ ଅସମାହିତ ପ୍ରଶ୍ନ ଏବେ ସମସ୍ତଙ୍କ ମନରେ ଘାଣ୍ଟି ଚକଟି ହେଉଛି । ତେବେ ଏହାରି ବୁଧବାର ମନୀଷଙ୍କ

ମନୀଷ ହତ୍ୟା ମାମଲା: ଅଟକ ୩ ଜଣଙ୍କୁ ପୋଲିସର ଜେରା

ଫୁଲବାଣୀ ଅଫିସ,୧୩।୧୦: ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ତଥା ନିର୍ଭୟର ପରିଚାଳନା ସମ୍ପାଦକ ମନୀଷ ଅନୁରାଗଙ୍କ ହତ୍ୟା ମାମଲରେ ଟାଉନ ଥାନା ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି । ସେମାନଙ୍କ ମଧ୍ୟରୁ ୨ ଜଣ ବୁଧବାର ପାହାନ୍ତିଆରୁ ଆତ୍ମସମର୍ପଣ କରିଛନ୍ତି। ପୂର୍ବରୁ ଅନ୍ୟ

ପୁରୀରୁ ୫ ଡ୍ରଗ୍ସ ବ୍ୟବସାୟୀ ଗିରଫ

ପୁରୀ: ବ୍ରାଉନସୁଗର ବିକ୍ରି ଅଭିଯୋଗରେ ୫ ଜଣ ଡ୍ରଗ୍ସ ବ୍ୟବସାୟୀ ଗିରଫ କରିଛି ପୁରୀ ଏସଟିଏଫ୍ । ଏନେଇ ବଳିଆପଣ୍ଡା ଥାନାରେ ମାମଲା ରୁଜୁ ହୋଇଛି । ଗିରଫ ଅଭିଯୁକ୍ତଙ୍କ ପାଖରୁ ୨୫୨ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି । ଘଟଣାରେ ଗୋଟିଏ ବାଇକ, ଗୋଟିଏ କାର, ୧୧ଟି ମୋବାଇଲ ଫୋନ, ଦୁଇଟି ଡେବିଟ

ବନ୍ଧାହେଲେ ଲୁଟେରା, ସାହାଯ୍ୟ ନାଁରେ ଚୋରୀ କରୁଥିଲେ

ସୁବର୍ଣ୍ଣପୁର: ବନ୍ଧା ହେଲେ ଚୋର । ସାହାଯ୍ୟ କରିବା ବାହାନାରେ ଏଟିଏମରୁ ଚୋରୀ କରୁଥିବା ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ସୁବର୍ଣ୍ଣପୁର ପୋଲିସ୍। ଗିରଫ ଅଭିଯୁକ୍ତ ଜିଲ୍ଲାର ବୀରମହାରାଜପୁର ବ୍ଲକ ସଦେଇପୁର ଗାଁର ୪୪ବର୍ଷିୟ ସୂର୍ୟ୍ୟନାରାୟଣ ବିଶ୍ୱାଳ। ଗତ କିଛି ଦିନତଳେ

ଦେବଗଡ ଜିଲ୍ଲା ତିଳେଇବଣି କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ

ଦେବଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦେବଗଡ ଜିଲ୍ଲା ତିଳେଇବଣି ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ ହୋଇଛି । ଆଜି ସକାଳେ ବିକାଶଙ୍କ ବଳମ ସ୍ଥିତ ବାସଭବନ ଓ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଚଢଉ ବେଳେ