ଦଶହରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
କଟକ: ଦଶହରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ସହରର ବିଭିନ୍ନ ସ୍ଥାନରେ ମୁତୟନ ହେବେ ୩୨ ପ୍ଲାଟୁନ ପୋଲିସ ଫୋର୍ସ। ଏହାର ତଦାରଖ କରିବେ ୧୦୦ ଅଧିକାରୀ। ସେହିପରି ୨୦ଟି ଏଡ୍ ପୋଷ୍ଟର ବ୍ୟବସ୍ଥା କରାଯାଇଛି। କୋଭିଡ଼୍ କଟକଣା!-->…