Odia News Portal
Browsing Tag

crimebranch

ବିଦ୍ୟାଭାରତୀଙ୍କ ନାଁରେ ୩ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି । ରୋଷେୟା ଏବଂ ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚ କ୍ଲିନଚିଟ୍ ଦେଇଥିବାବେଳେ ବିଦ୍ୟାଭାରତୀଙ୍କ ଉପରକୁ ଉଠିଛି ଅଙ୍ଗଳି । ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ । ୩୦୦ ପୃଷ୍ଠାର…

ଏସିଏଫ ସୌମ୍ୟ ମୃତ୍ୟୁ ମାମଲାରେ ପୁଣିଥରେ ସମସ୍ତଙ୍କୁ କରାଯାଇପାରେ ଜେରା

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାକୁ ୨ ଉପରେ ବିତିଯାଇଥିଲେ ସୁଦ୍ଧା ଏଯାବତ କୌଣସି ନିଷ୍କର୍ସ ବାହାରିନାହିଁ । ମୃତ୍ୟୁକୁ ନେଇ ଆଜି ବି ଲାଗି ରହିଛି ସସ୍ପେନ୍ସ । ମୃତ୍ୟୁକୁ ନେଇ ଯେଉଁମାନଙ୍କ ନାମ ଉଠିଥିଲା ସେମାନଙ୍କୁ ପୋଲିସ ପ୍ରଥମେ ଜେରା କରିଥିଲା । ଆଉ…

ସୌମ୍ୟଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାର ଆରମ୍ଭ ହୋଇଛି କ୍ରାଇମବ୍ରାଞ୍ଚ ତଦନ୍ତ । ପାରଳାଖେମୁଣ୍ଡିରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍ । ୨ ଜଣିଆଁ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସୌମ୍ୟଙ୍କ ବାସ ଭବନରେ ପହଞ୍ଚି ତଦନତ ଆରମ୍ଭ କରିଛନ୍ତି । ତେଚବେ…

ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର । ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା । ଡିଜିପିଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି । ଏହି ଘଟଣାରେ…

ପାରଳାଖେମୁଣ୍ଡିରେ ପହଁଞ୍ଚିଲା କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌

ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ପାରଳାଖେମୁଣ୍ଡିରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ । ତଦନ୍ତରେ ପାରଳାଖେମୁଣ୍ଡି ପୋଲିସକୁ ସହଯୋଗ କରିବା ନିମନ୍ତେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିଛି । ଡିଏସପି ବିଜୟ ମଲ୍ଲିକଙ୍କ ନେତୃତ୍ବରେ ପାରଳାଖେମୁଣ୍ଡିରେ ଗଜପତି…