କାରକୁ ଧକ୍କା ଦେଲା ଟ୍ରକ୍,ଜଣେ ମୃତ
ନିଶ୍ଚିନ୍ତକୋଇଲି: ମାହାଙ୍ଗା ନିଶ୍ଚିନ୍ତକୋଇଲି ଥାନା କଟିକଟା ନିକଟରେ ସଡ଼କ ଦୁର୍ଘଟଣା । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହାତ ହୋଇଛନ୍ତି । କଟକ-ଚାନ୍ଦବାଲି ରାସ୍ତା କଟିକଟା ବଜାରରେ ଭୋର ସମୟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି କଟକ!-->…