କଟକରେ ଏନ୍କାଉଣ୍ଟର
କଟକ() କଟକ ସ୍ଥିତ ନରାଜ ବଜାର ଅଞ୍ଚଳରେ ଚୌଦ୍ୱାର ପୁଲିସ୍ ଓ ସ୍ପେଶାଲ ସ୍କ୍ୱାଡର ଏନ୍କାଉଣ୍ଟର୍ରେ କୁଖ୍ୟାତ ଡକାୟତ ସଚିନ୍ ପାଓ୍ୱାର ଓରଫ୍ ବବ୍ଲୁ ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ରାତି ପ୍ରାୟ ୩ଟା ବେଳେ…
