Odia News Portal
Browsing Tag

cyclone asani

କାଲିଠୁ ବାତ୍ୟା ‘ଅସାନି’ର ପ୍ରଭାବ

କାଲିଠାରୁ ଭୀଷଣ ବାତ୍ୟା ଅସାନିର ପ୍ରଭାବ ରହିବ । ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୦ରେ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ୧୧ରେ ଗଞ୍ଜାମ, ପୁରୀ , ଖୋର୍ଦ୍ଧା , କଟକ ଓ ଜଗତସିଂହପୁରରେ ବର୍ଷିବ । ୧୨ରେ ପୁରୀ,…

ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ମଧ୍ୟରେ ବା 6 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ…