ତାଣ୍ଡବ ରଚିଲା ସାମୁଦ୍ରିକ ବାତ୍ୟା ରାଇ,ମୃତ୍ୟୁ ସଂଖ୍ୟା ୨୦୦ ଛୁଇଁଲା
ଫିଲିପାଇନ୍ସରରେ ପ୍ରକୃତିର ତାଣ୍ଡବ ରଚିଛି ସାମୁଦ୍ରିକ ବାତ୍ୟା ରାଇ । ଏହି ବାତ୍ୟା ପ୍ରଭାବରେ ମୃତ୍ୟୁ ସଂଖ୍ୟା ୨୦୦କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୫୨ ଜଣ ନିଖୋଜ ଅଛନ୍ତି। ବିଗତ ୩ ଦିନ ଧରି ଏହି ଟାଇଫୁନ୍ ତାଣ୍ଡବ ମଚାଇଛି । କହିବାକୁ ଗଲେ ଫିଲିପାଇନ୍ସରେ ଗୁରୁବାର ଏବଂ ଶୁକ୍ରବାର!-->…