Odia News Portal
Browsing Tag

Cyclone yaas update

ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା କ୍ଷୟକ୍ଷତି ସମୀକ୍ଷା

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ତାଣ୍ଡବ ଲୀଳା ରଚିଛି ବାତ୍ୟା ୟାସ୍ । ସମ୍ଭାବ୍ୟ ବାତ୍ୟା କାରଣରୁ ବିଭିନ୍ନ କ୍ଷୟକ୍ଷତି ହୋଇଥିବା ସମୟରେ ୨ଜଣଙ୍କ ଜୀବନ ମଧ୍ୟ ଚାଲି ଯାଇଛି ।ସନ୍ଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟ ଶାସନ…

ଉପକୂଳ ଓଡିଶା ଛାରଖାର କଲା ୟାସ୍

ଭୁବନେଶ୍ୱର: ବାତ୍ୟା ‘ୟାସ୍’ର ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଏହା ଏବେ ସ୍ଥଳଭାଗରେ ଆଗକୁ ଆଗକୁ ମାଡ଼ି ଚାଲିଛି । ତେବେ ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁରରେ ବଡ଼ ଧରଣଣ କ୍ଷୟକ୍ଷତି ହୋଇଛି । ଭଦ୍ରକ, ବାଲେଶ୍ଵରର ବହାନଗା, ସଦର, ରେମୁଣାରେ ବର୍ଷା କମିଛି ।…

‘ୟାସ୍’ର ଲ୍ୟାଣ୍ଡଫଲ: ବାଲେଶ୍ଵର,ଭଦ୍ରକରେ ବଢ଼ିଲା ପବନର ବେଗ

ଭୁବନେଶ୍ୱର: ବାତ୍ୟା ୟାସ୍ ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବାକୁ ପ୍ରାୟ ୩ରୁ ୪ ଘଣ୍ଟା ଲାଗିବ । ଧାମରାର ଉତ୍ତର ଏବଂ ବାଲେଶ୍ୱରର ଦକ୍ଷିଣରେ ଲ୍ୟାଣ୍ଡଫଲ କରୁଛି ୟାସ । ସକାଳ ୯ଟାରୁ ଏହି ଲ୍ୟାଣ୍ଡଫଲ ଆରମ୍ଭ ହୋଇଥିବା ନେଇ ଆଇଏମଡି ପକ୍ଷରୁ ସୂଚନା…

୫ ଲକ୍ଷରୁ ଅଧିକ ଲୋକ ସ୍ଥାନାନ୍ତରିତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ୟାସ’ ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ବିସ୍ତୃତ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ‘ପ୍ରତ୍ୟେକ ଜୀବନ ଆମ ପାଇଁ ମୂଲ୍ୟବାନ’ ଆହ୍ୱାନକୁ ସାକାର କରିବା ପାଇଁ ନିଆଯାଇଥିବା ସମସ୍ତ…

ମାଡି ଆସୁଛି ୟସ୍: ଏସଆରସିଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟସ୍ । ତେବେ ବାତ୍ୟା ନେଇ ଗୁରୁତ୍ଵପୂର୍ଣ୍ଣ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏସଆରସିଙ୍କ କହିବା ଅନୁଯାୟୀ,ଏବେ ପର୍ଯ୍ୟନ୍ତ ୨ ଲକ୍ଷ ଲୋକଙ୍କ ସ୍ଥାନାନ୍ତରଣ ସରିଛି । ଭିତରକନିକା, ଚାନ୍ଦବାଲି, ଧାମରାରେ ବାତ୍ୟା ଲ୍ୟାଣ୍ଡଫଲ…

ଓଡ଼ିଶା ରେଡକ୍ରସକୁ ସମସ୍ତ ସହାୟତା ଯୋଗାଇ ଦିଆଯିବ

ନୂଆଦିଲ୍ଲୀ/ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ‘ୟଶ୍’ ପାଇଁ ନିରନ୍ତର ଉଦ୍ୟମ ଜାରୀ ରଖିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ତଥା ଇଣ୍ଡିଆନ ରେଡ଼୍ କ୍ରସ୍ ସୋସାଇଟି(ଆଇଆରସିଏସ) ଓଡ଼ିଶା ଶାଖାର ସଭାପତି ପ୍ରଫେସର ଗଣେଶୀ ଲାଲଙ୍କ ସହ କଥା…

ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ବାଲେଶ୍ବର ଦାୟିତ୍ଵ

ଭୁବନେଶ୍ୱର: ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ବର ଦାୟିତ୍ଵ । ବାଲେଶ୍ବର ଯିବାକୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସେଠାରେ ରହି ଶକ୍ତିମନ୍ତ୍ରୀ ବାତ୍ୟା ସ୍ଥିତି ଉପରେ ନଜର ରଖିବେ । ଆଇଏମ୍‌ଡିର ସୂଚନା ମୁତାବକ…