Odia News Portal
Browsing Tag

Cyclone yaas update

ରାଜନଗର ଏବଂ ବାଲିଆପାଳ ମଧ୍ୟବର୍ତୀ ଓଡ଼ିଶା ଉପକୂଳଦେଇ ଅତିକ୍ରମ କରିବ “ୟାଶ୍’: ସିଇସି

ଭୁବନେଶ୍ୱର : ସୋମବାର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୩୦ କି.ମି ଦୂରରେ କେନ୍ଦି୍ରଭୂତ ହୋଇଥିବା ଘୂର୍ଣ୍ଣିଝଡ "ୟଶ୍' ଉତର-ଉତର ପଶ୍ଚିମ ଦିଗ ଆଡକୁ ମୁହାଁଇବ ଏବଂ ମେ ୨୬ ତାରିଖ ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ବାଲେଶ୍ୱର ଜିଲ୍ଲା ବାଲିଆପାଳ ମଧ୍ୟ ଦେଇ ଓଡ଼ିଶା…

ମୋ ପରିବାରର ନିରାପତ୍ତା ମୋ ପାଇଁ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ୟସକୁ ନେଇ ରାଜ୍ୟବାସୀଙ୍କୁ ଗୁରୁତ୍ବପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ସମ୍ଭାବ୍ୟ…

ଓଡ଼ିଶାକୁ ସହାୟତା ଏବଂ ସହଯୋଗ ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି

*କେନ୍ଦ୍ର ସରକାର ଏହି ବିପତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି । *ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କତା ସୂଚନାକୁ ମାନିବାକୁ ପରାମର୍ଶ । * ‘ୟଶ୍’ ପ୍ରଭାବରେ କାହାର କିଛି କ୍ଷତି ନହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନ ।

ବାତ୍ୟାକୁ ନେଇ ୪ ବନ୍ଦରରେ ବିପଦ ସଙ୍କେତ ଜାରି

ଜଗତସିଂହପୁର: ବାତ୍ୟାର ରୂପ ନେଇଛି ୟସ୍ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ୟସ୍ । ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବାକୁ…

ବାତ୍ୟା ମୁକାବିଲା ପାଇଁ ୫ ଜିଲ୍ଲାରେ ବରିଷ୍ଠ ଆଇଏଏସଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ଧିରେ ଧିରେ ମାଡ଼ି ଆସୁଛି ବାତ୍ୟା ୟସ୍ । ତେବେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ୫ ଜିଲ୍ଲାରେ ୫ ବରିଷ୍ଠ ଅଧିକାରୀଙ୍କୁ ଦିଆଯାଇଛି ଗୁରୁତ୍ବପୂର୍ଣ୍ଣ…

‘ବାତ୍ୟା ୟସ୍’ ମୁକାବିଲା ନେଇ ପୁରୀରେ ସମୀକ୍ଷା ବୈଠକ

ପୁରୀ: ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଆବାସିକ କାର୍ଯ୍ୟାଳୟରେ ସମ୍ଭାବ୍ୟ ବାତ୍ୟା (ୟାସ୍)ର ମୁକାବିଲା ପାଇଁ ପୁରୀ ଜିଲ୍ଲାର ପ୍ରସ୍ତୁତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ହୋଇଥିଲା। ଏହି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ବାତ୍ୟାର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଅବଗତ…

ବାତ୍ୟା ‘ୟସ୍’ରେ ଓଡ଼ିଶାର ୪ ଜିଲ୍ଲାକୁ ଅଧିକ ବିପଦ

ଭୁବନେଶ୍ୱର: ଆସନ୍ତାକାଲି ବାତ୍ୟାର ରୂପ ନେବ ୟସ୍। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି…

ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ‘ବାତ୍ୟା ୟସ୍ ‘

ଭୁବନେଶ୍ୱର:ଆସନ୍ତାକାଲି ବାତ୍ୟାର ରୂପ ନେବ ୟସ୍।ଆଇଏମ୍ ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ ପାରାଦୀପରୁ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟସ୍ । ଓଡ଼ିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ ବୋଲି ଆଇଏମ୍ ଡି…

ଆସୁଛି ବାତ୍ୟା ‘ୟଶ୍’: ପ୍ରସ୍ତୁତି ନେଇ ଏସଆରସିଙ୍କ ସୂଚନା

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମାଡି ଆସୁଛି ବାତ୍ୟା ୟଶ୍। ଏନେଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ଆଜି ସକାଳେ ଏହା ଲଘୁଚାପର ରୂପ ନେଇଥିବା ସମୟରେ ଆଗାମୀ ୨୪…