Odia News Portal
Browsing Tag

Cyclone

ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଅସାନି

ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଅସାନି । ଭୀଷଣ ବାତ୍ୟା ‘ଅସାନି’ ସମୁଦ୍ର ମଧ୍ୟରେ ସବୁଠାରୁ ତୀବ୍ର ସ୍ତର ଅତିକ୍ରମ କରିସାରିଛି। ଏହା ଏବେ ଧିରେ ଧିରେ ଦୁର୍ବଳ ହେବ । ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି, ଆଜି ସନ୍ଧ୍ୟାରେ ‘ଅସାନି’ ଆନ୍ଧ୍ର…

ଅଶାନ୍ତ ବାତ୍ୟା ଅସାନି, ପୁରୀଠାରୁ ୬୧୦ କିଲୋମିଟର ଦୂରରେ

ସମୁଦ୍ର ଭିତରେ ଅଶାନ୍ତ ହେଉଛି ବାତ୍ୟା ଅସାନି । ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଭୀଷଣ ସାମୁଦ୍ରିକ ଝଡ଼ । ତେବେ ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାର ରୂପ ନେବ । ଏବେ ପୁରୀଠାରୁ ୬୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ…

ବାତ୍ୟା ଲ୍ୟାଣ୍ଡଫଲ କରିବନି -ଆଇଏମଡି ଡିଜି

୧୦ ତାରିଖ ରାତିରେ ବାତ୍ୟା ଦିଗ ପରିବର୍ତ୍ତନ କରିବ । ଦିଗ ବଦଳାଇବା ପରେ ବାତ୍ୟା ଆଉ ସ୍ଥଳ ଭାଗ ଛୁଇଁବନି । ଓଡିଶା ହେଉ କି ଆନ୍ଧ୍ର , ବାତ୍ୟା କେଉଁଠାରେ ଲ୍ୟାଣ୍ଡଫଲ କରିବନି । ଏ ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଂଜୟ ମହାପାତ୍ର । ବାତ୍ୟା ଲ୍ୟାଣ୍ଡଫଲ ନ କରି ବାତ୍ୟା ସମୁଦ୍ର…

୮ ରେ ବାତ୍ୟା,୧୦ରେ ଓଡ଼ିଶା-ଆନ୍ଧ୍ର ଉପକୂଳରେ କରିବ ଲ୍ୟାଣ୍ଡଫଲ୍

ବାତ୍ୟାରେ ପରିଣତ ହୋଇପାରେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଲଘୁଚାପ କ୍ଷେତ୍ରଟି ଆସନ୍ତାକାଲି ଅବପାତରେ ପରିଣତ ହୋଇପାରେ। ୮ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ରୂପାନ୍ତରିତ ହେବ।…

୪୮ ଘଣ୍ଟା ମଧ୍ୟରେ ବାତ୍ୟା ଚିତ୍ର ସ୍ପଷ୍ଟ ହେବ

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିଲେ ବି ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଏବେ ବି ଅସ୍ପଷ୍ଟ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିବ । ଆଇଏମଡି ବାତ୍ୟା ଗତିପଥ ଉପରେ ନଜର ରଖିଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଢିଲା ଚିନ୍ତା

ସମ୍ଭାବ୍ୟ ବାତ୍ୟାକୁ ନେଇ ତତ୍ପର ରାଜ୍ୟ ସରକାର । ବାତ୍ୟାର ମୁକାବିଲା ନେଇ ଆଜି ପାକ୍ ପ୍ରସ୍ତୁତି ବୈଠକ ବସିବ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ଭିଡିଓ କନଫରେନିସଂ ମାଧ୍ୟମରେ ଏସଆରସି ଆଲୋଚନା କରିବେ । ଏହାସହିତ ପ୍ରସ୍ତୁତ ରହିବାକୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ…

ଆସୁଛି ବାତ୍ୟା ଆସାନୀ

ଆସୁଛି ବାତ୍ୟା ଆସାନୀ । ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ଏବଂ ବାତ୍ୟାରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି । ପାଣିପାଗ ମଡେଲ…

ବଦଳିଲା ବାତ୍ୟା ଗତିପଥର ଆକଳନ,ଓଡ଼ିଶା ନୁହେଁ ପଶ୍ଚିମବଙ୍ଗ ଉପକୂଳରେ ମାଡ ହେବ ସମ୍ଭାବ୍ୟ ବାତ୍ୟା

ଓ୍ଵିଣ୍ଡିର ୟୁରୋପିଆନ୍‌ ECMWF ମଡେଲ୍‌ ଅନୁସାରେ ବଦଳିଲା ବାତ୍ୟା ଗତିପଥର ଆକଳନ। ଗତକାଲି କହୁଥିଲା ଓଡ଼ିଶା ଉପକୂଳରେ ସମ୍ଭାବ୍ୟ ବାତ୍ୟା ମାଡ଼ ହେବ। ଆଜି ECMWF ଦେଖାଉଛି ଏହା ପଶ୍ଚିମବଙ୍ଗ ଉପକୂଳରେ ମାଡ ହେବ। ଗଙ୍ଗାସାଗରରେ ସମ୍ଭାବ୍ୟ ବାତ୍ୟା ମାଡ଼ ହେବ ବୋଲି ଆଜି ୟୁରୋପିଆନ୍‌…

ଓଡିଶା ଆଡକୁ ମାଡି ଆସୁଛି କି ବାତ୍ୟା

ଦାନା ବାନ୍ଧୁଛି ବାତ୍ୟା । ମେ ୧୦ ତାରିଖ ବେଳକୁ ଆସିପାରେ ସମ୍ଭାବ୍ୟ ବାତ୍ୟା । ଏହି ଖରା ଦିନିଆ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଚିନ୍ତା ବଢାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଭିନ୍ନ ଭିନ୍ନ ଆକଳନ କରିଛନ୍ତି ବିଭିନ୍ନ ପାଣିପାଗ ସଂସ୍ଥାର ମଡେଲ । ଅଧିକାଂଶ ମଡେଲଙ୍କ କହିବାନୁସାରେ, ସମ୍ଭାବ୍ୟ…

୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ ; ବାତ୍ୟାର ରୂପ ନେବା ସମ୍ଭାବନା ନାହିଁ

ଖରାଦିନେ ବାତ୍ୟା ଭୟ । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ଏବେ ଭାରତ ମହାସାଗରର ବିଷୁବରେଖା ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେ ଧୀରେ ଘନୀଭୂତ ହେବ । ୨୦ ତାରିଖ ବେଳକୁ…